ପାଟନା ହାଇକୋର୍ଟରେ ଖାଲିପଡିଛି ଚାକିରି, ଦରମା ମାସକୁ ପାଖାପାଖି ୨ ଲକ୍ଷ

ପାଟନା ହାଇକୋର୍ଟରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ । ହାଇକୋର୍ଟରେ ଡିଷ୍ଟ୍ରିକ ଜଜ ପଦ ପାଇଁ ଆବେଦନ ଗ୍ରହଣ କରୁଛି ।

ପାଟନା ହାଇକୋର୍ଟରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ । ହାଇକୋର୍ଟରେ ଡିଷ୍ଟ୍ରିକ ଜଜ ପଦ ପାଇଁ ଆବେଦନ ଗ୍ରହଣ କରୁଛି । ଏଥିପାଇଁ ଅଫିସିଆଲ ୱେବସାଇଟ କୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୩୦

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୨୦ ଜାନୁଆରୀ ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଏହି ଭର୍ତ୍ତି ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ ମାନ୍ୟତାପ୍ରାପ୍ତ ସଂସ୍ଥାରୁ ଆଇନରେ ଗ୍ରାଜୁଏସନ କରିଥିବା ଜରୁରୀ । ଏହାସହିତ ୭ ବର୍ଷର ଅଭ୍ୟାସ ଅଭିଜ୍ଞତା ଥିବା ଜରୁରୀ ।

ବୟସ ସୀମା : ପ୍ରାର୍ଥୀଙ୍କ ବୟସ ୩୫ ରୁ ୫୦ ବର୍ଷ ମଧ୍ୟରେ ହେବା ଜରୁରୀ ।

ଆବେଦନ ଶୁଳ୍କ : ଏହି ଭର୍ତ୍ତି ପାଇଁ ଇଚ୍ଛୁକ ପ୍ରାର୍ଥୀ ୧୫୦୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ହେବ ।

ଦରମା : ଚୟନିତ ପ୍ରାର୍ଥୀଙ୍କୁ ୧,୪୪,୦୦୦ ରୁ ୧,୯୪,୦୦୦ ଟଙ୍କା ଦରମା ମିଳିବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.