ନିଯୁକ୍ତି

PGCIL ରେ ଖାଲିପଡିଛି ୧୦୪୫ ପଦବୀ, ଇଂଜିନିୟରିଂ କିମ୍ବା ଏଲଏଲବି କରିଥିଲେ କରନ୍ତୁ ଆବେଦନ

ଆପଣ ଇଂଜିନିୟରିଂ ଡିଗ୍ରୀ କିମ୍ବା ଏଲଏଲବି କରିଥିଲେ ଆପଣଙ୍କ ପାଇଁ ଖୁସି ଖବର । ପାଓ୍ଵାର ଗ୍ରୀଡ କର୍ପୋରେସନ ଅଫ ଇଣ୍ଡିଆ ଲିମିଟେଡରେ ଖାଲିପଡିଛି ଅପାରଣ୍ଟିସ ପଦବୀ । ଇଚ୍ଛୁକ ପ୍ରାର୍ଥୀ PGCIL ର ଅଫିସିଆଲ ୱେବସାଇଟ୍‌ powergrid.in କୁ ଯାଇ ଆବେଦନ କରିପାରିବେ । ନୋଟିଫିକେସନରେ ଏପର୍ଯ୍ୟନ୍ତ ପରୀକ୍ଷା ତାରିଖ ଘୋଷଣା କରାଯାଇନାହିଁ ।

ପଦବୀ ବିବରଣୀ : ୧୦୪୫

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୩ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ନୋଟିଫିକେସନ ଅନୁଯାୟୀ ଖାଲିପଡିଥିବା ପଦବୀରେ ଭିନ୍ନ ଭିନ୍ନ ଯୋଗ୍ୟତା ନିର୍ଦ୍ଧାରଣ କରାଯାଇଛି । ଡିପ୍ଲୋମା ସିଭିଲ ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ପାଖରେ ସିଭିଲ ଇଂଜିନିୟରିଂ ଡିଗ୍ରୀ କରିଥିବା ଜରୁରୀ । ପିଆର ଆସିଷ୍ଟାଣ୍ଟ ପଦ ପାଇଁ ମାସ୍‌ କମ୍ୟୁନିକେସନରେ ଗ୍ରାଜୁଏସନ କରିଥିବା ଜରୁରୀ ।
ଏହାଛଡା ଏଲଏଲବି କରିଥିବା ପ୍ରାର୍ଥୀ ଆବେଦନ କରିପାରିବେ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ ବର୍ଷରୁ ଅଧିକ ହେବା ଜରୁରୀ ।

କେମିତି କରିବେ ଆବେଦନ :

ଆବେଦନ କରିବା ପାଇଁ ଅଫିସିଆଲ ୱେବସାଇଟ୍‌ powergrid.in କୁ ଯାଇ ଆବେଦନ କରନ୍ତୁ ।

ୱେବସାଇଟ୍‌ର ହୋମ ପେଜରେ ଲାଟେଷ୍ଟ ନ୍ୟୁଜ ଲିଙ୍କରେ କ୍ଲିକ୍‌ କରନ୍ତୁ।

ତା’ ପରେ PGCIL Apprentices 2023 Apply Online for 1045 Post ଲିଙ୍କରେ କ୍ଲିକ କରନ୍ତୁ ।

ସବିଶେଷ ବିବରଣୀ ଦେବା ଆଗରୁ ରେଜିଷ୍ଟ୍ରେସନ କରିଦିଅନ୍ତୁ ।

ରେଜିଷ୍ଟ୍ରେସନ କରିବା ପରେ ଆପ୍ଲିକେସନ ଫର୍ମ ଭରନ୍ତୁ ।

ଅଧିକ ଜାଣିବା ପାଇଁ ନୋଟିଫିକେସନ ଚେକ୍‌ କରନ୍ତୁ :

https://careers.powergrid.in/CCApprenticeShip/w/home.aspx

 

Swagatika

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

3 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

19 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

52 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

54 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago