ନିଯୁକ୍ତି

RPF ରେ ବମ୍ପର ପଦବୀ ପାଇଁ ଭର୍ତ୍ତି, ୧୦ମ ପାସ୍‌ ପ୍ରାର୍ଥୀ କରିପାରିବେ ଆବେଦନ

ରେଲୱେ ଭର୍ତ୍ତି ବୋର୍ଡ ତରଫରୁ ନୋଟିଫିକେସନ ଜାରି ହୋଇଛି । ଜାରି ହୋଇଥିବା ନୋଟିଫିକେସନ ମୁତାବକ, ରେଲୱେ ସୁରକ୍ଷା ବଳ(ଆରପିଏଫ)ରେ ସବ୍‌ ଇନ୍ସପେକ୍ଟର (ଏଗଜିକ୍ୟୁଟିଭ) ଏବଂ କନଷ୍ଟେବଳ (ଏଗଜିକ୍ୟୁଟିଭ) ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଏହି ଭର୍ତ୍ତି ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀ ଅଫିସିଆଲ ୱେବସାଇଟ rpf.Indiarailways.gov.in କୁ ଯାଇ ଆବେଦନ କରିପାରିବ ।

ଏହି ଭର୍ତ୍ତି ପାଇଁ ୧୦ ପ୍ରତିଶତ ପୂର୍ବ ସୈନିକ ଏବଂ ୧୫ ପ୍ରତିଶତ ମହିଳା ପ୍ରାର୍ଥୀଙ୍କ ପାଇଁ ସରଂକ୍ଷିତ ରହିଛି ।

ପଦବୀ ବିବରଣୀ : ୨୨୫୦

ଆରପିଏଫ/ଆରପିଏସଏଫ : ୨୦୦୦
ସବ୍‌ ଇନ୍ସପେକ୍ଟର : ୨୫୦

ଜରୁରୀ ତାରିଖ :

ଶିକ୍ଷାଗତ ଯୋଗ୍ୟତା : ସବ ଇନ୍ସପେକ୍ଟର ପଦବୀ ପାଇଁ ଇଚ୍ଛୁକ ପ୍ରାର୍ଥୀ ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଗ୍ରାଜୁଏସନ କରିଥିବା ଜରୁରୀ । କନଷ୍ଟେବଳ ପଦବୀ ପାଇଁ ମାନ୍ୟତାପ୍ରାପ୍ତ ବୋର୍ଡରୁ ୧୦ମ ପାସ୍‌ କରିଥିବା ଜରୁରୀ ।

ବୟସ ସୀମା : ଆବେଦନ ପାଇଁ ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ ରୁ ୨୫ ବର୍ଷ ମଧ୍ୟରେ ହେବା ଜରୁରୀ ।

କେମିତି ହେବ ଚୟନ :

ପଦବୀ ପାଇଁ ଚୟନ କମ୍ପ୍ୟୁଟର ଆଧାରିତ ଟେଷ୍ଟ, ଫିଜିକାଲ ଏଫିସିଏନ୍ସୀ ଟେଷ୍ଟ, ଫିଜିକାଲ ମେଜରମେଣ୍ଟ ଟେଷ୍ଟ, ଡକ୍ୟୁମେଣ୍ଟ ଭେରିଫିକେସନ ଆଧାରରେ ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

Swagatika

Recent Posts

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ, ଚେକ୍ କରନ୍ତୁ ଆଜିର ଦର

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ ।  ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଛି ।…

4 mins ago

ବାଇକ୍‌ ନେଇ ଫେରାର ମାରୁଥିଲା ଚୋର, ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକେ

ଜଳେଶ୍ୱର(କେନ୍ୟୁଜ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଟୁଲଗେଟ ବଜାରରେ ଘଟିଛି ଏମିତି ଘଟଣା । ଗତ କାଲି ଅପରାହ୍ନ…

9 mins ago

କମିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଆଜିର ଦାମ

ଆଜି ସୁନା ଦର ଟିକେ ହ୍ରାସ ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ…

33 mins ago

ଫ୍ଲାଏଓଭର ଉପରୁ ଖସିଲା ତୀର୍ଥ ଯାତ୍ରୀ ବୋଲେରୋ, ୨ ମୃତ

ସମ୍ବଲପୁର : ମର୍ମନ୍ତୁଦ ଦୁର୍ଘଟଣା, ୨ ମୃତ। ନିର୍ମାଣାଧୀନ ଫ୍ଲାଏଓଭର ଉପରୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି । ଘଟଣାସ୍ଥଳରେ ୨…

53 mins ago

ରାତିରେ ଟୁଇନ ସିଟିରେ ଢାଳିଲା ବର୍ଷା, ତାଣ୍ଡବ କଲା କାଳବୈଶାଖୀ

ଭୁବନେଶ୍ୱର  : ଦିନରେ ଅଗ୍ନି ବର୍ଷା, ରାତିରେ ଜଳ ବର୍ଷା। ରାତିରେ ଟୁଇନ ସିଟିରେ ଢାଳିଲା ବର୍ଷା। ତାଣ୍ଡବ କଲା…

1 hour ago

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

11 hours ago