SAIL ରେ ଭର୍ତ୍ତି ସୁଯୋଗ, ଜାଣନ୍ତୁ କେମିତି କରିବେ ଆବେଦନ
ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ୍ରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ନୋଟିଫିକେସନ ମୁତାବକ, ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଇଚ୍ଛୁକ ପ୍ରାର୍ଥୀ ୧୮ ମାର୍ଚ୍ଚ ପର୍ଯ୍ୟନ୍ତ ଆବେଦନ କରିପାରିବେ ।
ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ୍ରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ନୋଟିଫିକେସନ ମୁତାବକ, ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଇଚ୍ଛୁକ ପ୍ରାର୍ଥୀ ୧୮ ମାର୍ଚ୍ଚ ପର୍ଯ୍ୟନ୍ତ ଆବେଦନ କରିପାରିବେ । ଆବେଦନ କରିବା ପାଇଁ ଅଫିସିଆଲ ସାଇଟ୍ sail.co.in କୁ ଯାଇ ଆବେଦନ କରିପାରିବେ ।
ପଦବୀ ବିବରଣୀ : ୩୪୧
ଟେକ୍ନିସିଆନ ଟ୍ରେନି
ଜରୁରୀ ତାରିଖ : ଆବେଦନ କରିବାର ତାରିଖ ଆରମ୍ଭ ହୋଇସାରିଥିବା ବେଳେ ଶେଷ ୧୮ ମାର୍ଚ୍ଚ ୨୦୨୪ରେ ହେବ ।
ଶିକ୍ଷାଗତ ଯୋଗ୍ୟତା : ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ ପସ୍ କରିଥିବା ସହିତ ଇଂଜିନିୟରିଂରେ ଡିପ୍ଲୋମା ପାସ୍ କରିଥିବା ଜରୁରୀ । ଇଚ୍ଛୁକ ପ୍ରାର୍ଥୀଙ୍କ ପାଖରେ ଅଭିଜ୍ଞତା ଥିଲେ ଅଗ୍ରାଧିକାର ଦିଆଯିବ ।
ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୧୮ ବର୍ଷରୁ ୨୮ ବର୍ଷ ମଧ୍ୟରେ ହୋଇଥିବା ଜରୁରୀ । ସର୍ବାଧିକ ବୟସ ସୀମାରେ ସଂରକ୍ଷିତ ବର୍ଗ ପ୍ରାର୍ଥୀଙ୍କୁ ଛାଡ ମିଳିବ ।
ଆବେଦନ ଶୁଳ୍କ : ଇଚ୍ଛୁକ ଓବିସି/EWS/OBC ପ୍ରାର୍ଥୀ ୫୦୦ ଟଙ୍କା ଦେବାକୁ ହେବ । ସେହିପରି ଅନ୍ୟମାନେ ୨୦୦ଟଙ୍କା ଦେବାକୁ ପଡିବ ।