ଟେଲିକମ୍ କମ୍ୟୁନିକେସନ ଇଣ୍ଡିଆ ଲିମିଟେଡରେ ଭର୍ତ୍ତି ସୁଯୋଗ, ତୁରନ୍ତ କରନ୍ତୁ ଆବେଦନ

ଟେଲିକମ୍ କମ୍ୟୁନିକେସନ ଇଣ୍ଡିଆ ଲିମିଟେଡରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ନୋଟିଫିକେସନ ମୁତାବକ, ଅନେକ ପଦବୀରେ ଆବେଦନ କରିପାରିବେ । ଆବେଦନ କରିବାରର ପ୍ରକ୍ରିୟା ଆରମ୍ଭ ହୋଇଛି । ଇଛୁକ ପ୍ରାର୍ଥୀ ଅଫିସିଆଲ ସାଇଟକୁ ଯାଇ ଆବେଦନ କରିପାରିବେ ।
ପଦବୀ ବିବରଣୀ : ୨୦୪
ନର୍ସିଂ ଅଫିସର, ଫାର୍ମାସିଷ୍ଟ, ଡେ୍ରସର, ଆସିଷ୍ଟାଣ୍ଟ ଡାଇଟିସିଆନ ସହିତ ଅନ୍ୟ ପଦ ସାମିଲ ।
ଜରୁରୀ ତାରିଖ : ଏଠାରେ ଆବେଦନ କରିବାର ଶେଷ ତାରିଖ ୧୩ ସେପ୍ଟେମ୍ବର ୨୦୨୪ ରହିଛି ।
ଶିକ୍ଷାଗତ ଯୋଗ୍ୟତା : ନୋଟିଫିକେସନ ମୁତାବକ, ଆବେଦନ ପାଇଁ ଇଛୁକ ଥିବା ପ୍ରାର୍ଥୀ ୧୦ମ୍ ପାସ ଠାରୁ ପିଜି ଡିଗ୍ରୀ /ଡିପ୍ଲୋମା କରିଥିବା ଜରୁରୀ ।
ବୟସ ସୀମା : ପ୍ରାର୍ଥୀଙ୍କ ବୟସ ୨୭ ବର୍ଷରୁ ୩୨ ବର୍ଷ ମଧ୍ୟରେ ହେବା ଜରୁରୀ । ସଂରକ୍ଷିତ ବର୍ଗ ପ୍ରାର୍ଥୀଙ୍କୁ ସର୍ବାଧିକ ବୟସ ସୀମାରେ ଛାଡ ମିଳିବ ।
ଆବେଦନ ଶୁଳ୍କ : ଚୟନିତ ପ୍ରାର୍ଥୀଙ୍କୁ ଆବେଦନ ପାଇଁ ୨ ହଜାର ଟଙ୍କା ଶୁଳ୍କ ଦେବାକୁ ହେବ । ସେହିପରି ସଂରକ୍ଷିତ ପ୍ରାର୍ଥୀଙ୍କୁ ଆବେଦନ ଶୁଳ୍କରେ ଛାଡ ମିଳିବ ।
ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍ କରନ୍ତୁ ।