UPSC ରେ ଖାଲିପଡିଛି ଅନେକ ପଦବୀ, ଜାଣନ୍ତୁ କେମିତି କରିବେ ଆବେଦନ

ୟୁନିୟନ ପବ୍ଲିକ ସର୍ଭିସ କମିଶନ, ୟୁପିଏସସିରେ ସ୍ପେଶାଲିଷ୍ଟ ଏବଂ ଅନ୍ୟ ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଯେଉଁମାନେ ଆବେଦନ କରିବାକୁ ଚାହୁଁଚନ୍ତି, ସେମାନେ ୟୁପିଏସସିର ଅଫିସିଆଲ ୱେବସାଇଟ upsc.gov.in କୁ ଯାଇ ଆବେଦନ କରିପାରିବେ ।

ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ୟୁନିୟନ ପବ୍ଲିକ ସର୍ଭିସ କମିଶନ, ୟୁପିଏସସିରେ ସ୍ପେଶାଲିଷ୍ଟ ଏବଂ ଅନ୍ୟ ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଯେଉଁମାନେ ଆବେଦନ କରିବାକୁ ଚାହୁଁଚନ୍ତି, ସେମାନେ ୟୁପିଏସସିର ଅଫିସିଆଲ ୱେବସାଇଟ upsc.gov.in କୁ ଯାଇ ଆବେଦନ କରିପାରିବେ । ଆଜିଠାରୁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହେଉଛି ।

ପଦବୀ ବିବରଣୀ : ୬୯

ସ୍ପେଶାଲିଷ୍ଟ ଗ୍ରେଡ ୩ : ୪୦

ସାଇଣ୍ଟିଷ୍ଟ ବି: ୨୮

ଆସିଷ୍ଟାଣ୍ଟ :୧

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୧୫ ଫେବୃଆରୀ ରହିଛି । ଆବେଦନ ପତ୍ର ଜମା କରିବାର ଶେଷ ତାରିଖ ୧୭ ଫେୃବଆରୀ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଯେଉଁମାନେ ଆବେଦନ କରିବାକୁ ଇଚ୍ଛୁକ, ସେମାନେ ଅଫିସିଆଲ ୱେବସାଇଟକୁ ଯାଇ ନୋଟିଫିକେସନ ମାଧ୍ୟମରେ ଶିକ୍ଷାଗତ ଯୋଗ୍ୟତା ଏବଂ ବୟସ ସୀମା ଚେକ୍‌ କରିପାରିବେ ।

ଆବେଦନ ଶୁଳ୍କ : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ ୨୫ ଟଙ୍କା ଦେବାକୁ ହେବ । ମହିଳା/ଅନୁସୂଚିତ ଜାତି/ଜନଜାତି/ଦିବ୍ୟାଙ୍ଗଙ୍କୁ ଛାଡ ମିଳିବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.