ନିଯୁକ୍ତି

HAL ରେ ମ୍ୟାନେଜର ସମେତ ଅନେକ ପଦବୀ ଖାଲି, ମାସକୁ ଦରମା ୨ ଲକ୍ଷରୁ ଅଧିକ

ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍‌(HAL) ରେ ମ୍ୟାନେଜର ଏବଂ ଅନ୍ୟ ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି । ଇଚ୍ଛୁକ ପ୍ରାର୍ଥୀ ହାଲ୍‌ର ଅଫିସିଆଲ ୱେବସାଇଟ hal-India.co.inକୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୮୪

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୩୦ ନଭେମ୍ବର ୨୦୨୩ ରହିଛି ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୩୫ରୁ ୫୩ ବର୍ଷ ମଧ୍ୟରେ ହେବା ଜରୁରୀ । ସଂରକ୍ଷିତ ବର୍ଗଙ୍କୁ ସରକାରୀ ନିୟମ ଅନୁସାରେ ବୟସ ସୀମାରେ ଛାଡ୍‌ ମିଳିବ ।

ଶିକ୍ଷାଗତ ଯୋଗ୍ୟତା : ସମ୍ବନ୍ଧୀୟ କ୍ଷେତ୍ରରେ ପିଜି, ବିଇ କିମ୍ବା ବିଟେକ୍‌ ଡିଗ୍ରୀ କରିଥିବା ଜରୁରୀ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ଲିଖିତ ପରୀକ୍ଷା, ବ୍ୟକ୍ତିଗତ ଇଣ୍ଟରଭ୍ୟୁ, ଡକ୍ୟୁମେଣ୍ଟ ଭେରିଫିକେସନ, ମେଡିକାଲ ପରୀକ୍ଷା ଆଧାରରେ ହେବ ।

ଦରମା : ୪୦ ହଜାରରୁ ଆରମ୍ଭ କରି ୨,୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାସିକ ଦରମା ମିଳିବ ।

ଆବେଦନ ପତ୍ର ପଠାଇବାର ଠିକଣା :

Chief Manager (HR), Recruitment Section
Hindustan Aeronautics Limited
Corporate Office, 15/1 Cubbon Road
Bangalore – 560001

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

Swagatika

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

43 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

47 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago