ରିଲେସନସିପ

କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ୩୦ ଦିନ ଯାଏଁ ରଖନ୍ତୁନି ଶାରୀରିକ ସମ୍ପର୍କ, ଲେଉଟିପାରେ ରୋଗ

କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ବିପଦ ସମ୍ପୂର୍ଣ୍ଣ ଭାବେ ଟଳିନଥାଏ। ରୋଗମୁକ୍ତ ହେବା ପରେ ମଧ୍ୟ ସାବଧାନତା ଅବଲମ୍ବନ କରିବା ଜରୁରୀ। ନିକଟରେ ହୋଇଥିବା ଏକ ରିସର୍ଚ୍ଚରେ ଜଣାପଡ଼ିଛି ଯେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା କିଛି ରୋଗୀଙ୍କ ଶୁକ୍ରାଣୁ ବା ସ୍ପର୍ମରେ ଭାଇରସ୍‌ ରହିଛି।

ଏନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି ଯେ କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ପୁରୁଷଙ୍କୁ ନିଜ ପାର୍ଟନରଙ୍କ ଠାରୁ ଦୂରତା ବଜାୟ ରଖିବା ଉଚିତ। ଖାସ୍‌ କରି ଶାରୀରିକ ସମ୍ପର୍କ ରଖିବା ଅନୁଚିତ। ନଚେତ୍‌ ପାର୍ଟନର କରୋନା ସଂକ୍ରମଣର ଶିକାର ହୋଇପାରନ୍ତି। କାରଣ କେତେକ ମାମଲାରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ପୁରୁଷଙ୍କ ସ୍ପର୍ମରେ କରୋନା ଭାଇରସ୍‌ ଥିବା ଦେଖିବାକୁ ମିଳିଛି। ଏଭଳି ସ୍ଥିତିରେ ସାବଧାନତା ରକ୍ଷା କରିବା ଉଚିତ।

 

ଡାକ୍ତରଙ୍କ କହିବାନୁସାରେ କରୋନାରୁ ସୁସ୍ଥ ହେବାର ପ୍ରାୟ ୩୦ ଦିନ ପର୍ଯ୍ୟନ୍ତ ଲୋକମାନେ ନିଜ ପାର୍ଟନରଙ୍କୁ ଚୁମ୍ବନ କରିବା ଅନୁଚିତ। ସେହିପରି ୩୦ ଦିନ ପରେ ଯଦି ଶାରୀରିକ ସମ୍ପର୍କ ରଖୁଛନ୍ତି ତେବେ କଣ୍ଡୋମ୍‌ ବ୍ୟବହାର କରିବାକୁ ଯେଭଳି ନଭୁଲନ୍ତି। କାରଣ କରୋନା ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ଶରୀରୁ ସମ୍ପୂର୍ଣ୍ଣ ଯାଇନଥାଏ। ଏଥିପାଇଁ ସମୟ ଲାଗିଥାଏ। ଏଣୁ ପାର୍ଟନରଙ୍କ ସହ ଯୌନ ସମ୍ପର୍କ ପୂର୍ବରୁ ଯଥେଷ୍ଟ ସାବଧାନତା ଅବଲମ୍ବନ କରନ୍ତୁ।

WCW 11

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

18 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

19 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

26 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

32 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

49 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

58 mins ago