୯୧ ବର୍ଷରେ ଆଖିବୁଜିଲେ ବିଶିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ସଚ୍ଚି ଦାସ: ପୈତୃକ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ
ଯାଜପୁର ଟାଉନ(କେନ୍ୟୁଜ): ଆରପାରିରେ ବିଶିଷ୍ଠ ଅଭିନେତା, ନିର୍ଦ୍ଦେଶକ ସଚ୍ଚି ଦାସ । ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ସଚ୍ଚି ଦାସଙ୍କର ଗତ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ଏହି ଖବର ଜଣା ପଡିବା ପରେ ତାଙ୍କ ଜନ୍ମସ୍ଥାନ ଯାଜପୁର ବରୀ ସହିତ ସମଗ୍ର ରାଜ୍ୟରେ ଗଭୀର ଶୋକ ପ୍ରକାଶ…
Read More...