ଭୁବନେଶ୍ୱରରେ ସ୍ଥିର ଅଛି ପେଟ୍ରୋଲ ଦର: ଜାଣନ୍ତୁ କେଉଁଠି କେତେ ରହିଛି ମୂଲ୍ୟ …
ସକାଳୁ ଜାରି ହେଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି ଭୁବନେଶ୍ବରରେ ପେଟ୍ରୋଲ ଦର ସାମାନ୍ୟ ବୃଦ୍ଧି ପାଇ ୧୦୧ ଟଙ୍କା ୦୬ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସାକୁ ହ୍ରାସ ପାଇଛି।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି ।…
Read More...