ସୁନା ଦର ଆକାଶଛୁଆଁ; ଏବେ କିଣିବାକୁ ପ୍ଲାନିଂ କରୁଥିଲେ ରହି ଯାଆନ୍ତୁ
ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ୭୪ ହଜାର ଟଙ୍କା ପାର କରିସାରିଛି ୨୪ କ୍ୟାରେଟ ସୁନା ବା ଖାଣ୍ଟି ସୁନା । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୩୫୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୧୬୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୧୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର ୭୫୦…
Read More...