ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ

ସୁନ୍ଦରଗଡ (କେନ୍ୟୁଜ): ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ୍ । ଚାଲିଗଲା ୩ ଜୀବନ । ସୁନ୍ଦରଗଡ଼ ଜିଲ୍ଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଗୋଟିଏ ବାଇକରେ ୩ ଜଣ ଯୁବକ ଆସୁଥିବା ବେଳେ ଏହି ସମୟରେ ଏନଟିପିସି ପାୱାର ପ୍ଲାଣ୍ଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ବାଇକ…
Read More...

ରାଜ୍ୟ

ଦେଶ ବିଦେଶ

ବ୍ୟବସାୟ ଓ ଅର୍ଥନୀତି

ଲାଇଫ୍ ଷ୍ଟାଇଲ୍

ଟେକ୍

ସ୍ପେଶାଲ

ରାଶିଫଳ

ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ ଲୋକଙ୍କ ଆର୍ଥିକ ସ୍ଥିତି କିପରି ରହିବ

ମେଷ: ନୂଆ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ଆର୍ଥିକ ପକ୍ଷ ଦୃଢ଼ ହେବ । ଆଜି ଆପଣ ଯେଉଁ କାମ ପୂରା କରିବାକୁ ଚାହିଁବେ, ତାହା ପୂରା ହେବ । ସୋସିଆଲ ମିଡିଆ ଜରିଆରେ ପୁରୁଣା ସାଙ୍ଗ ସହିତ କଥା ହେବେ । ବୃଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ ବ୍ୟବସାୟରେ ପଇସା ବିନିଯୋଗ କରନ୍ତୁ ନାହିଁ । ଅଯଥା ଖର୍ଚ୍ଚ କମାଇଲେ ଭବିଷ୍ୟତ ପାଇଁ ପଇସା ସଞ୍ଚୟ କରିବାରେ ସହଜ ହେବ ।…
Read More...

କ୍ରୀଡା