ସ୍ପେଶାଲ

ସୂର୍ଯ୍ୟାସ୍ତ ପରେ ଭୁଲରେ ବି କରନ୍ତୁନି ଏହି ସବୁ କାମ, ନଚେତ୍ ଆସିବ ଅନେକ ସମସ୍ୟା

ଶାସ୍ତ୍ରରେ ସୂର୍ଯ୍ୟାସ୍ତ ପରେ କିଛି କାମ କରିବାକୁ ନିଷେଧ କରାଯାଇଛି । କୁହାଯାଏ ଯେ ଏହା ଦ୍ୱାରା ଜୀବନରେ ଅନେକ ସମସ୍ୟା ସୃଷ୍ଟି ହୋଇପାରେ । ଏହା ବ୍ୟତୀତ ଆପଣଙ୍କୁ ସ୍ୱାସ୍ଥ୍ୟ ଓ ଆର୍ଥିକ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ଆସନ୍ତୁ ଜାଣିବା ସୂର୍ଯ୍ୟାସ୍ତ ପରେ କେଉଁ କାମ କରିବାକରିବାକୁ ବାରଣ କରାଯାଇଛି।

 

-ଶାସ୍ତ୍ରରେ ସୂର୍ଯ୍ୟାସ୍ତ ପରେ କେଶ, ନଖ ଏବଂ ଦାଢ଼ି କାଟିବା ନିଷେଧ କରାଯାଇଛି । ବାସ୍ତୁ ଅନୁସାରେ ଏହା ବ୍ୟକ୍ତିଙ୍କ ଉପରେ ଋଣ ବୋଝ ଆଣିପାରେ । ଏପରି ପରିସ୍ଥିତିରେ ଅର୍ଥର ଅଭାବ ହୋଇପାରେ ।

-ଗରୁଡ ପୁରାଣ ଅନୁସାରେ, ସୂର୍ଯ୍ୟାସ୍ତ ପରେ ଅନ୍ତିମ ସଂସ୍କାର କରିବା ନିଷେଧ କରାଯାଇଛି । ଏହି ସମୟରେ ଅନ୍ତିମ ସଂସ୍କାର କରିବାରୁ ମୃତ ବ୍ୟକ୍ତିଙ୍କୁ ପରଲୋକରେ ଯନ୍ତ୍ରଣା ଭୋଗିବାକୁ ପଡ଼ିଥାଏ । ଏହା ବ୍ୟତୀତ ପରବର୍ତ୍ତୀ ଜନ୍ମରେ ସେମାନଙ୍କର ଶରୀରର କୌଣସି ଅଙ୍ଗରେ ତ୍ରୁଟି ରହିପାରେ । ତେଣୁ ସୂର୍ଯ୍ୟ ଅସ୍ତ ହେବା ପରେ ଶବ ଦାହ କରିବା ଉଚିତ ନୁହେଁ ।

-ଜ୍ୟୋତିଷ ଶାସ୍ତ୍ର ଓ ବାସ୍ତୁ ଶାସ୍ତ୍ରୀ ଅନୁଯାୟୀ ସୂର୍ଯ୍ୟାସ୍ତ ପରେ ଗଛ ଲତାକୁ ଜଳ ଦେବା ଓ ପତ୍ର କାଟିବା ଠାରୁ ଦୂରେଇ ରହିବା ଉଚିତ୍ । କୁହାଯାଏ ସନ୍ଧ୍ୟା ସମୟରେ ଉଦ୍ଭିଦ ଶୋଇବାକୁ ଯାଆନ୍ତି । ତେଣୁ ସୂର୍ଯ୍ୟାସ୍ତ ପରେ ଭୁଲରେ ବି ଗଛରେ ହାତ ଲଗାଇବା ଉଚିତ୍ ନୁହେଁ ।

– ଶାସ୍ତ୍ରରେ ସୂର୍ଯ୍ୟାସ୍ତ ପରେ ଦହି ଖାଇବା ନିଷେଧ କରାଯାଇଛି । ବାସ୍ତବରେ ଏହାକୁ ଖାଇବା ଦ୍ୱାରା ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ଏହା ସହିତ ସୂର୍ଯ୍ୟାସ୍ତ ପରେ କାହାକୁ ଦହି ଦେବା ଠାରୁ ମଧ୍ୟ ଦୂରେଇ ରହିବା ଉଚିତ ।

 

 

D Sonali

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

3 hours ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

5 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

5 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

7 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

7 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

8 hours ago