ସୋସିଆଲ ମିଡିଆରେ ଏବେ ଏକ ହାତୀର ଭିଡିଓ ଖୁବ୍ ଭାଇରାଲ ହେଉଛି। ଭିଡିଓରେ ଆପଣ ଦେଖିପାରୁଥିବେ ଯେ ହାତୀଟିର ଗୋଡ କଟିଯାଇଛି ଏବଂ ତାର କୃତ୍ରିମ ଗୋଡ ଲାଗିଛି। ଯାହା ସାହାଯ୍ୟରେ ସେ ଚାଲୁଥିବ ଭିଡିଓରେ ନଜର ଆସୁଛି। ତେବେ ବଲିଉଡର ଲୋକପ୍ରିୟ ଡାଇରେକ୍ଟର ମଧୁର ଭଣ୍ଡାରକରଙ୍କ ନଜର ଏହି ଭିଡିଓ ଉପରେ ପଡିଲା। ଯାହା ତାଙ୍କ ହୃଦୟକୁ ଛୁଇଁ ଯାଇଥିଲା।
ଭିଡିଓରେ ଆପଣ ଦେଖିପାରୁଥିବେ ଯେ ହାତୀଟି ଧିରେ ଧିରେ ନିଜ କୃତ୍ରିମ ଗୋଡ ସାହାଯ୍ୟରେ ଚାଲୁଛି। ତେବେ ଭିଡିଓକୁ ଦେଖି ସୋସିଆଲ ମିଡିଆ ୟୁଜର୍ସ ନିଜ ପ୍ରତିକ୍ରିୟା ଦେଉଥିବାବେଳେ ବହୁତ ମାତ୍ରାରେ ସେୟାର ମଧ୍ୟ କରୁଛନ୍ତି।
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…