ସ୍ପେଶାଲ

ସାଢ଼େ ତିନି ବର୍ଷ ପରେ ଏପରି ଦେଖାଯିବ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିର, ଦେଖନ୍ତୁ ପ୍ରସ୍ତାବିତ ମଡେଲର ଫଟୋ

ବହୁ ପ୍ରତୀକ୍ଷାର ଅନ୍ତ ହୋଇଛି। ଯାହାକୁ ସାରା ଦେଶ ଦୀର୍ଘ ଦିନ ଧରି ଅପେକ୍ଷା କରିଥିଲା। ବୁଧବାର ଅଗଷ୍ଟ ୫ରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା କରାଯିବ।

ତେବେ ଏହି ସବୁ ମଧ୍ୟରେ ଶ୍ରୀ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ମଙ୍ଗଳବାର ଦିନ ଉତ୍ତର ପ୍ରଦେଶ ଅଯୋଧ୍ୟାରେ ହେଉଥିବା ଭବ୍ୟ ରାମ ମନ୍ଦିରର ପ୍ରସ୍ତାବିତ ମଡେଲର ଅନେକ ଫଟୋ ଜାରି କରାଯାଇଛି। ତୀର୍ଥକ୍ଷେତ୍ର ମାଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟ୍ଵିଟରରେ ଶ୍ରୀରାମଜନ୍ମଭୂମି ମନ୍ଦିର ଭାରତୀୟ ବାସ୍ତୁକଳା ଏବଂ ଦେବତ୍ୱ ଏବଂ ଭବ୍ୟତା ଅଭିବ୍ୟକ୍ତିର ଏକ ସ୍ୱତନ୍ତ୍ର ଉଦାହରଣ ହେବ।

ଟ୍ରଷ୍ଟ ଦ୍ୱାରା ଜାରି କରାଯାଇଥିବା ଫଟୋ ବିଶ୍ୱ ହିନ୍ଦୁ ପରିଷଦ ଦ୍ୱାରା ପ୍ରସ୍ତାବିତ ମଡେଲ ସହିତ ମେଳ ଖାଉଛି। ଯଦିଓ ଏଥିରେ କିଛି ପରିବର୍ତ୍ତନ କରାଯାଇଛି।

ଆପଣଙ୍କୁ ଜଣାଇବାକୁ ଚାହିଁବୁ ଯେ ୧୮ ଜୁଲାଇରେ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ବୈଠକରେ ରାମ ମନ୍ଦିର ପ୍ରସ୍ତାବିତ ମଡେଲରେ ପରିବର୍ତ୍ତନ କରିବାର ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମରେ ମନ୍ଦିରର ଉଚ୍ଚତା ୧୨୮ ଫୁଟ ନିର୍ଦ୍ଧାରିତ କରାଯାଇଥିଲା ଯାହାକୁ ପରେ ବୃଦ୍ଧି କରାଯାଇ ୧୬୧ ଫୁଟ କରିଦିଆଗଲା। ରାମ ମନ୍ଦିର ପ୍ରାୟ ସାଢ଼େ ତିନି ବର୍ଷରେ ନିର୍ମାଣ ହୋଇଯିବ।

Pritiparna

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 min ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

1 min ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

19 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

19 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

23 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

46 mins ago