ସ୍ପେଶାଲ

‘ବଚପନ୍‌ କା ପ୍ୟାର ମେରା ଭୁଲ ନେହିଁ ଜାନା ରେ’ ଗାଇଥିବା ସହଦେବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସେୟାର କଲେ ଭିଡିଓ

ସୋସିଆଲ ମିଡିଆରେ ଟ୍ରେଣ୍ଡିଂରେ ଥିବା ‘ବଚପନ୍‌ କା ପ୍ୟାର୍‌ ମେରା ଭୁଲ ନେହିଁ ଜାନା ରେ’ ଗୀତ ଗାଇଥିବା କୁନି ବାଳକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ। ସ୍କୁଲ ଡ୍ରେସ୍‌ରେ ଏହି ଗୀତ ଗାଇଥିବା ବାଳକ ହେଉଛନ୍ତି ଛତିଶଗଡ଼ର ସହହେବ କୁମାର ଦିରଦେ। ସହଦେବଙ୍କୁ ସାକ୍ଷାତ କରିଛନ୍ତି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ। ତାଙ୍କ ସାକ୍ଷାତ ବେଳର ଭିଡିଓ ଏବେ ସାମ୍ନାକୁ ଆସିଛି।

ଭିଡିଓରେ ସହଦେବ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ପରେ ସେ ବଚପନ୍‌ କା ପ୍ୟାର ମେରା ଭୁଲ ନେହିଁ ଜାନାରେ ଗାଇ ସମସ୍ତଙ୍କ ମନୋରଞ୍ଜନ କରୁଛନ୍ତି। ଏହି ସାକ୍ଷାତ ପରେ ସିଏମ୍‌ ନିଜେ ଏହି ଭିଡିଓକୁ ସେୟାର କରି ଲେଖିଛନ୍ତି- ‘ବଚପନ୍‌ କା ପ୍ୟାର… ବାଃ!’

ସୂଚନାଯୋଗ୍ୟ ଯେ ସହଦେବ ଗାଇଥିବା ବଚପନ୍‌ କା ପ୍ୟାର ମାତ୍ର କିଛି ଦିନ ଭିତରେ ହିଁ ସୋସିଆଲ ମିଡିଆରେ ପ୍ରବଳ ଭାଇରାଲ ହୋଇଥିଲା। ଏହି ଗୀତ ଦେଖିବା ପରେ ଲୋକପ୍ରିୟ ସିଙ୍ଗର ବାଦଶାହ ଫୋନ୍‌ରେ ସହଦେବଙ୍କ ସହ କଥା ହୋଇଥିଲେ ଓ ତାଙ୍କୁ ଦେଖା ହେବାକୁ ଚଣ୍ଡୀଗଡ଼ ଡାକିଥିଲେ। ଏବେ ଆଶା କରାଯାଉଛି ଯେ ଆଗକୁ ବାଦଶାହା ସହଦେବଙ୍କ ସହ ଗୀତ କରିପାରନ୍ତି।

WCW 11

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

9 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

12 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

16 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

29 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

45 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago