ସ୍ପେଶାଲ

ନବରାତ୍ରିର ସପ୍ତମ ଦିନରେ କରନ୍ତୁ ମା’ କାଳରାତ୍ରିଙ୍କ ପୂଜା, ଜାଣନ୍ତୁ କେମିତି କରିବେ ପୂଜା ଓ କ’ଣ ମିଳିବ ଲାଭ

ମା’ କାଳରାତ୍ରି ନବଦୁର୍ଗାଙ୍କ ସପ୍ତମ ସ୍ବରୁପ। ମା’ ତିନିଟି ନେତ୍ର ଧାରଣ କରନ୍ତି। ମା’ କାଳରାତ୍ରିଙ୍କ ଗଳାରେ ବିଦ୍ଯୁତର ଅଦ୍ଭୁତ ମାଳା ସହିତ ହାତରେ ଖଡ୍ଗ ଏବଂ କଣ୍ଟା ରହିଥାଏ। ଆଉ ମା’ଙ୍କ ବାହାନ ରହିଥାଏ ଗଧ। କିନ୍ତୁ ମା’ ସବୁବେଳେ ଭକ୍ତଙ୍କ କଲ୍ଯାଣ କରନ୍ତି। ତେଣୁ ମା’ଙ୍କୁ ଶୁଭଙ୍କାରୀ ବୋଲି କହନ୍ତି।

ମା’ଙ୍କ ଉପାସନା କଲେ କ’ଣ ଲାଭ ମିଳେ :

ଶତ୍ରୁ ଓ ବିରୋଧିଙ୍କୁ ନିୟନ୍ତ୍ରିକ ରିବା ପାଇଁ ମା’ଙ୍କ ଉପାସନା ଅତ୍ଯନ୍ତ ଶୁଭ। ମା’ଙ୍କ ଉପାସନା କଲେ ଭୟ, ଦୁର୍ଘଟଣା, ରୋଗ ନାଶ ହୁଏ। ମା’ଙ୍କ ଉପାସନା କରିବା ଦ୍ବାରା ନକାରାତ୍ମକ ଶକ୍ତିର କିଛି ପ୍ରଭାବ ପଡିନଥାଏ। ଜ୍ଯୋତିଷରେ ଶନି ନାମକ ଗ୍ରହକୁ ନିୟନ୍ତ୍ରିତ କରିବା ପାଇଁ ମା’ଙ୍କ ପୂଜା କଲେ ଭଲ ପରିଣାମ ମିଳିଥାଏ।

photo credit: samachar nama

ମା’ଙ୍କ ପୂଜା ବିଧି :

ମା’ଙ୍କୁ ପୂଜା କରିବା ସମୟରେ ଘିଅ ଦୀପ ଜଳାନ୍ତୁ। ମାଙ୍କୁ ଲାଲ ଫୁଲ ଅର୍ପଣ କରନ୍ତୁ। ଏହାସହିତ ଗୁଡ ଭୋଗ ମଧ୍ୟ ଲଗାନ୍ତୁ। ମା’ଙ୍କୁ ମନ୍ତ୍ର ଜପ କରନ୍ତୁ କିମ୍ବା ସପ୍ତସତୀ ପାଠ କରନ୍ତୁ। ମା’ଙ୍କୁ ଦିଆଯାଇଥିବା ଭୋଗ ଲାଗିଥିବା ଗୁଡକୁ ପରିବାର ମଧ୍ୟରେ ବାଣ୍ଟନ୍ତୁ। ବାକି ଅଧା ଗୁଡକୁ କୌଣସି ବ୍ରାହ୍ମଣକୁ ଦାନ କରିଦିଅନ୍ତୁ। କଳା ରଙ୍ଗର ବସ୍ତ୍ର ଧାରଣ କରି କାହାର କ୍ଷତି କରିବା ଉଦ୍ଦେଶ୍ଯରେ କେବେ ବି ପୂଜା କରନ୍ତୁ ନାହିଁ।

ଶତ୍ରୁ ଓ ବିରୋଧିଙ୍କୁ କିପରି ଶାନ୍ତ କରିବେ ?

ଧଳା କିମ୍ବା ଲାଲ ବସ୍ତ୍ର ଧାରଣ କରି ରାତିରେ ମା’ କାଳରାତ୍ରିଙ୍କ ପୂଜା କରିବା ଉଚିତ। ମା’ଙ୍କ ସମକ୍ଷରେ ଦୀପ ଜଳାନ୍ତୁ ଏବଂ ଗୁଡ ଭୋଗ ଲଗାନ୍ତୁ। ଏହା ପରେ ୧୦୮ ଥର ନର୍ବାଣ ମନ୍ତ୍ର ପଢନ୍ତୁ ଏବଂ ଲବଙ୍ଗ ଭୋଗ ଲଗାନ୍ତୁ। ମା’ଙ୍କ ମନ୍ତ୍ର ‘ ଓଁ ଏଁ ହ୍ରି କ୍ଲିଂ ଚାମୁଣ୍ଡାୟେ ବିଚୈ’ କହି ୧୦୮ ଲବଙ୍ଗକୁ ଅଗ୍ନିରେ ଅର୍ପଣ କରନ୍ତୁ। ଆପଣଙ୍କୁ ଶତ୍ରୁ ଓ ବିରୋଧୀ ଶାନ୍ତ ହୋଇଯିବେ।

Swagatika

Recent Posts

ଜମ୍ମୁ କଶ୍ମୀର ଡୋଡାରେ ସେନା କ୍ୟାମ୍ପରେ ଆକ୍ରମଣ, ୬ ଯବାନ ଆହତ

ଜମ୍ମୁ କଶ୍ମୀର ଡୋଡାରେ ସେନା କ୍ୟାମ୍ପ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏଥିରେ ୬ ଜଣ ଯବାନ ଆହତ…

10 mins ago

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ମୋହନ ମାଝୀଙ୍କ ପାଇଁ ଆସିଲା ବଡ ଦୁଃଖଦ ଖବର

ଭୁବନେଶ୍ଵର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ପାଇଁ ଦୁଃଖଦ ଖବର । ମୁଖ୍ୟମନ୍ତ୍ରୀ…

12 mins ago

ପୁଣି ଥରେ ଦାଦନ ଦୁଃଖ: ୨୫୦ଶ୍ରମିକଙ୍କୁ ଅଧା ରାସ୍ତାରେ ଛାଡି ପଳାଇଲା ବସ୍

ଜୟପୁର (କେନ୍ୟୁଜ): ଅମାନୁଷିକତା ଭଳି ଗୋଟିଏ ବସରେ ଟାଇଁ ଟାଇଁ ଖରାରେ ଆସିଲେ ୨୫୦ ଦାଦନ ଶ୍ରମିକ । ରାସ୍ତାରେ…

23 mins ago

ଶୀତଳ ଷଷ୍ଠୀ ଯାତ୍ରାର ଆଜି ଶେଷ ଦିନ: ଯୁଗଳ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼, ୪୦ ପ୍ଲାଟୁନ ଫୋର୍ସ ମୁତୟନ

ସମ୍ବଲପୁର/ ଚାନ୍ଦବାଲି (କେନ୍ୟୁଜ); ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାର ଆଜି ହେଉଛି ଶେଷ ଦିନ ।  ଗତକାଲି ବିଳମ୍ବିତ…

57 mins ago

ଶପଥ ଗ୍ରହଣ ସମାରୋହ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଦିନ ୨ରୁ ଜୟଦେବବିହାର-ନାଲକୋ ଛକ ରାସ୍ତା ବନ୍ଦ

ଭୁବନେଶ୍ୱର (କେନ୍ୟୁଜ): ଆଜି ନୂଆ ସରକାରର ଶପଥ ଗ୍ରହଣ ସମାରୋହ। ଅପରାହ୍ଣ ୫ଟାରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ ।…

1 hour ago

ନୂଆ ସରକାରରେ କେଉଁ ଜିଲ୍ଲାର ବିଧାୟକଙ୍କୁ ମିଳିବ ମନ୍ତ୍ରୀ ପଦ ? ତାଲିକାରେ ଅଛି ଏସବୁ ନାଁ

ଭୁବନେଶ୍ୱର (କେନ୍ୟୁଜ): ନୂଆ ବିଜେପି ସରକାରରେ କିଏ ହେବେ ମନ୍ତ୍ରୀ ? କେଉଁ ଜିଲ୍ଲାରୁ କେଉଁ ବିଧାୟକଙ୍କୁ ମିଳିବ ମନ୍ତ୍ରୀ…

2 hours ago