Categories: ସ୍ପେଶାଲ

ଏହି ସ୍ଥାନରେ ଶେଷଥର ପାଇଁ ତପସ୍ୟା କରିଥିଲେ ଲକ୍ଷ୍ମଣ, ଜାଣନ୍ତୁ କଣ ରହିଛି ଏହାର ମହତ୍ତ୍ୱ

ଋକ୍‌ ବେଦରେ ଉତ୍ତରାଖଣ୍ଡକୁ ଦେବଭୂମି ରୂପେ ଉଲ୍ଲେଖ କରାଯାଇଛି। ଏହି ପବିତ୍ର ଭୂମିକୁ ମନୁଷ୍ୟଙ୍କ ପୂର୍ଣ୍ଣ କର୍ମ ଭୂମି କୁହାଯାଇଛି। କଣ ଆପଣ ଜାଣିଛନ୍ତି କି ମର୍ଯ୍ୟାଦାପୁରୁଷୋତ୍ତମ ଭଗବାନ ରାମଙ୍କ ସାନ ଭାଇ ଭଗବାନ ଲକ୍ଷ୍ମଣଙ୍କର ମଧ୍ୟ ଉତ୍ତରାଖଣ୍ଡ ସହ ସଂଯୋଗ ରହିଥିଲା। ଲକ୍ଷ୍ମଣ ନିଜର ଶେଷ ତପସ୍ୟା ଦେବଭୂମି ଉତ୍ତରାଖଣ୍ଡରେ କରିଥିଲେ।

ଭଗବାନ ଲକ୍ଷ୍ମଣ ନିଜର ଶେଷ ତପସ୍ୟା ଉତ୍ତରାଖଣ୍ଡର ଗଢଓ୍ଵାଲରେ କରିଥିଲେ। ମାନ୍ୟତା ଅନୁଯାୟୀ ଲକ୍ଷ୍ମଣ ନିଜର ଶେଷ ତପସ୍ୟା ଟିହରୀ ଗଢଓ୍ଵାଲର ତପୋବନରେ କରିଥିଲେ। ଯଦି ଆପଣ କେବେ ଉତ୍ତରକାଶୀ ଯାଇଥିବେ ତେବେ ଏହି ତପୋବନ ବିଷୟରେ ନିଶ୍ଚିନ୍ତ ଶୁଣିଥିବେ। ଏଠାରେ ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କ ଭିଡ ଲାଗି ରହିଥାଏ।

ଏହି ତପୋବନ ବରଫାବୃତ ଗଙ୍ଗୋତ୍ରୀ ନଦୀ ଠାରୁ ୬ କିଲୋମିଟର ଦୂରରେ ଅବସ୍ଥିତ। ଏଠାର ଅଭୁତ ଦୃଶ୍ୟ ପର୍ଯ୍ୟଟକଙ୍କ ମନ କିଣିନେଇଥାଏ। ଏହି ତପୋବନକୁ ନନ୍ଦନଓ୍ଵନ ମଧ୍ୟ କୁହାଯାଇଥାଏ। ଏଠାରେ ପର୍ବତାରୋହଣ ପାଇଁ କ୍ୟାପିଂଗ କରାଯାଇଥାଏ। ନନ୍ଦନଓ୍ଵନ ଠାରୁ ଶିବଲିଙ୍ଗ, ଭାଗୀରଥୀ, କେଦାର ଡ୍ୟାମ ଏବଂ ସୁଦର୍ଶନ ଭଳି ଶିଖରର ଚମତ୍କାର ଦୃଶ୍ୟ ଦେଖାଯାଇଥାଏ। ପର୍ଯ୍ୟଟକମାନେ ଏଠାରେ ସାତୋପନ୍ତ, ଖାରକୁଣ୍ଡ, କାଳିନ୍ଦୀ କାଲ, ମେରୁ ଏବଂ କେଦାର ଡମ୍‌ରେ କ୍ୟାମ୍ପିଂ କରିଥାନ୍ତି। ଟ୍ରାକିଂ ବ୍ୟତୀତ ପର୍ଯ୍ୟଟକ ପର୍ବତ ଚଢିବାକୁ ପସନ୍ଦ କରିଥାନ୍ତି। ଏଠାର ସବୁଜିମାରେ ପରିପୂର୍ଣ୍ଣ ଦେବଦାରୁ ବୃକ୍ଷ ପର୍ଯ୍ୟଟକଙ୍କ ମନ ମୋହିଥାଏ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

11 hours ago