ଜୀବଜନ୍ତୁଙ୍କ ଭିଡିଓକୁ ସୋସିଆଲ ମିଡିଆରେ ଖୁବ୍ ପସନ୍ଦ କରାଯାଏ। କେତେବେଳେ ମାଙ୍କଡ଼ଙ୍କ ମାଙ୍କଡ଼ାମୀ ତ ଆଉ କେତେ ବେଳେ ଜୀବଜନ୍ତୁଙ୍କ ଅଦ୍ଭୁତ କାମ ସବୁ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ସେଭଳି ଏକ ହାତୀର ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଭିଡିଓରେ ଏକ ହାତୀ ଜଙ୍ଗଲରେ ଦୋଳି ଖେଳୁଥିବା ଦେଖାଯାଇଛି।
ଭିଡିଓରେ ଆପଣ ଦେଖିପାରୁଥିବେ ହାତୀଟି ଦୋଳିରେ ଝୁଲିବାକୁ ଚେଷ୍ଟା କରୁଛି। କିନ୍ତୁ ତା’ ପାଦ ଫସିଯାଇଛି। ପରେ ହାତୀ ଗୋଡ଼କୁ ବାହାର କରିବାକୁ ବହୁତ ଚେଷ୍ଟା କରୁଛି।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…