ଦେଶ ପାଳୁଛି ୭୩ତମ ସ୍ୱାଧୀନତା ଦିବସ, ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(କେନ୍ୟୁଜ୍): ଦେଶ ପାଳୁଛି ୭୩ତମ ସ୍ୱାଧୀନତା ଦିବସ। ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାସହ ମିଳିତ ପରେଡରେ ଅଭିବାବଦନ ଗ୍ରହଣ କରିଛନ୍ତି। ତାପୂର୍ବରୁ ରାଜଘାଟ ଯାଇ ମହାତ୍ମାଗାନ୍ଧିଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ପ୍ରଧାନମନ୍ତ୍ରୀ। ତାପୂର୍ବରୁ ଟ୍ଵିଟ୍‌ କରି ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.