ସ୍ପେଶାଲ

ଜାଣନ୍ତୁ ଚଳିତ ବର୍ଷ କେବେ ପାଳନ କରାଯିବ ରାମନବମୀ

ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ନବମୀ ତିଥିରେ ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଙ୍କ ଜନ୍ମତ୍ସୋବ ‘‘ରାମନବମୀ ମହାପର୍ବ’’ ରୂପେ ପାଳନ କରାଯାଇଥାଏ। ରାମ ଜନ୍ମ ଉତ୍ସବ ପ୍ରତିବର୍ଷ କେବଳ ଭାରତ ନୁହେଁ ବିଶ୍ୱର ଅନେକ ଦେଶରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ଏହି ପର୍ବ ପାଳନ କରାଯାଇଥାଏ। ଚଳିତ ବର୍ଷ ଏହି ପର୍ବ ଆସନ୍ତା ଏପ୍ରିଲ ୨ ଗୁରୁବାର ଦିନ ପାଳନ କରାଯିବ।

ସଂସାର ପାଳନକର୍ତ୍ତା ଭଗବାନ ଶ୍ରୀ ବିଷ୍ଣୁ ଧର୍ମର ସ୍ଥାପନା ଏବଂ ଅଧର୍ମର ସମୂଳ ନାସ କରିବା ପାଇଁ ତ୍ରେତୟାଯୁଗରେ ଧରିତ୍ରୀରେ ମନୁଷ୍ୟ ରୂପେ ଅବତାର ଧାରଣ କରିଥିଲେ। ଭଗବାନ ବିଷ୍ଣୁଙ୍କର ଅନେକ ଅବତାର ମଧ୍ୟରୁ ଏକ ଅବତାର ହେଉଛି ତ୍ରେୟା ଯୁଗରେ ସରୟୁ ନଦୀ କୂଳରେ ଅଯୋଧ୍ୟା ନଗରୀରେ ସୂର୍ଯ୍ୟବଂଶ କୂଳର ରାଜା ଦଶରଥଙ୍କ ମହାରାଶୀ କୌଶଲାଙ୍କ ଗର୍ଭରୁ ଚୈତ୍ର ମାସର ନବମୀ ତିଥିରେ ଜନ୍ମ ଗ୍ରହଣ କରିଥିଲେ। ଯାହାଫଳରେ ସେହିଦିନ ଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଯୁଗ-ଯୁଗ ଧରି ଚୈତ୍ର ମାସର ନବମୀ ତିଥିରେ ରାମନବମୀ ପର୍ବ ପାଳନ କରାଯାଉଛି।

KNews Bureau

Recent Posts

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

9 seconds ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

1 min ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

45 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

48 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago