ସ୍ପେଶାଲ

ଏହି ରାଶିର ବ୍ୟକ୍ତିଙ୍କ ଉପରେ ସବୁବେଳେ ପ୍ରସନ୍ନ ଥାଆନ୍ତି ମହାଦେବ, ମିଳେ ଖାସ୍‌ ଆଶୀର୍ବାଦ

ଆରମ୍ଭ ହୋଇଛି ଶ୍ରାବଣ ମାସ। ଏହି ମାସ ଭଗବାନ ଶିବଙ୍କର ସବୁଠୁ ପ୍ରିୟ ମାସ ବୋଲି କୁହାଯାଏ। ଏଣୁ ଶ୍ରାବଣରେ ଶିବ ଓ ପାର୍ବତୀଙ୍କ ଆରାଧନା କରାଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, କେତେକ ରାଶିର ବ୍ୟକ୍ତିଙ୍କ ଉପରେ ଶିବଙ୍କ ଆଶୀର୍ବାଦ ସବୁବେଳେ ରହିଥାଏ। ଏମାନଙ୍କ ପ୍ରତି କାମରେ ଶିବ ସନ୍ତୁଷ୍ଟ ହୋଇଥାନ୍ତି। ଆସନ୍ତୁ ଜାଣିବା କେଉଁ ରାଶି ଉପରେ ଶିବଙ୍କ କୃପା ସବୁବେଳେ ରହିଥାଏ…

ମେଷ: ମେଷ ରାଶିର ଲୋକଙ୍କ ଉପରେ ଭଗବାନ ଶିବଙ୍କ କୃପା ସବୁବେଳେ ରହିଥାଏ। ଏଣୁ ଏହି ରାଶିର ବ୍ୟକ୍ତି ଶିବଙ୍କ ଆରାଧନା କରିବା ଉଚିତ୍‌। ଏମାନେ ଶିବଲିଙ୍ଗ ଉପରେ ଜଳ ଅର୍ପଣ କରିବା ଶୁଭ ହୋଇଥାଏ।

ମକର: ମକର ରାଶିଯୁକ୍ତ ବ୍ୟକ୍ତିଙ୍କ ଉପରେ ଶିବଙ୍କ ଆଶୀର୍ବାଦ ସଦାସର୍ବଦା ରହିଥାଏ। ଏମାନେ ପ୍ରତିଦିନ ଭଗବାନ ଶିବଙ୍କ ପୂଜାର୍ଚ୍ଚନା କରିବା ଆବଶ୍ୟକ। ଏମାନେ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।

କୁମ୍ଭ: କୁମ୍ଭ ରାଶିର ବ୍ୟକ୍ତି ଭଗବାନ ଶିବଙ୍କ ପ୍ରିୟ ହୋଇଥାନ୍ତି। ଏହି ରାଶିର ବ୍ୟକ୍ତି ଶିବ ଲିଙ୍ଗରେ ଜଳ ଲାଗି କରିବା ଉଚିତ୍‌। ଏମାନେ ନିଜ କ୍ଷମତା ଅନୁସାରେ ଦାନ କଲେ ସମସ୍ତ ରିଷ୍ଟ ଖଣ୍ଡନ ହେବ।

WCW 11

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

11 hours ago