ବିଦର୍ଭ : ହୋଲକାର ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ । ବାଂଲାଦେଶ ଦଳ ଟିସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି । ହେଲେ ପ୍ରଥମରୁ ଭାରତୀୟ ପେସ୍ ବୋଲିର୍ମାନେ ଯେଉଁ ଝଟକା ଦେଲେ ସେଥିରେ ମାତ୍ର ୩୧ ରନ୍ରେ ଦଳ ପ୍ରଥମ ୩ଟି ଓ୍ଵିକେଟ୍ ହରାଇଥିଲା । ଲଞ୍ଚ୍ ସୁଦ୍ଧା ବାଂଲାଦେଶ ୩ ଓ୍ଵିକେଟ୍ ହରାଇ ୬୩ ରନ୍ କରିଛି ।
ଇଶନ୍ତ ଶର୍ମା, ଉମେଶ ଯାଦବ ଓ ମହମ୍ମଦ ସାମି ନିଜ ଭିତରେ ଗୋଟିଏ ଲେଖାଏଁ ଓ୍ଵିକେଟ୍ ବାଣ୍ଟି ନେଇଥିଲେ ।
ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…