କ୍ରିକେଟକୁ ବାଏ ବାଏ କହିଲେ ଅମ୍ବାତି ରାୟୁଡୁ। ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟ ଦିନିକିଆ, ଟେଷ୍ଟ ଓ ଟି-୨୦ରୁ ସେ ଅବସର ଘୋଷଣା କରିଛନ୍ତି। ଏନେଇ ସେ ବିସିସିଆଇକୁ ବିଧିବଦ୍ଧ ଭାବରେ ଚିଠି ଲେଖି ଜଣାଇଛନ୍ତି। ଚଳିତ ବିଶ୍ୱକପ ଦଳରେ ତାଙ୍କୁ ସୁଯୋଗ ମିଳି ନଥିଲା। ଯାହାକୁ ନେଇ ନିରାଶ ହୋଇଥିଲେ ରାୟୁଡୁ। ସେ ଟିମ୍ ଇଣ୍ଡିଆ ପାଇଁ ୫୫ଟି ଦିନିକିଆ ଖେଳି ୧୬୯୪ ରନ୍ କରିଛନ୍ତି। ଓ ୬ଟି ଟି-୨୦ ଖେଳିଛନ୍ତି । ଟେଷ୍ଟ ମ୍ୟାଚ୍ ଖେଳି ନାହାନ୍ତି। ୨୦୧୩ ଜୁଲାଇ ୨୪ ତାରିଖରରେ ଦିନିକିଆରେ ଡେବ୍ୟୁ କରିଥିଲେ। ଶେଷ ଦିନିକିଆ ଚଳିତ ବର୍ଷ ମାର୍ଚ୍ଚ ୮ ତାରିଖରେ ଖେଳିଥିଲେ।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…