Categories: କ୍ରୀଡା

ଏସିଆ କପ୍ : ଭାରତକୁ ପାକିସ୍ତାନର ୨୩୮ ରନ୍ ଟାର୍ଗେଟ୍

ଦୁବାଇ : ଭାରତ ଆଗରେ ପାକିସ୍ତାନ ରଖିଲା ୨୩୮ ରନର ଟାର୍ଗେଟ୍ । ଏସିଆ କପରେ ଆଜି ଦ୍ବିତୀୟଥର ପାଇଁ ମୁକାବିଲାକୁ ଓହ୍ଲାଇଛନ୍ତି ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ । ପାକିସ୍ତାନ ପୁଣିଥରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ସୋଏବ ମଲିକଙ୍କ ୭୮, ଅଧିନାୟକ ସର୍ଫରାଜ ୪୪ ଏବଂ ଓପ୍ନର ଫାକର ଜମନଙ୍କ ୩୧ ରନ୍ ବଳରେ ପାକିସ୍ତାନ ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ୍ ହରାଇ କରିଥିଲା ୨୩୭ ରନ୍ । ଶେଷ ୧୦ ଓଭରରେ ପାକିସ୍ତାନ ୬୮ ରନ୍ ସଂଗ୍ରହ କରିଥିଲା । ଭାରତ ପକ୍ଷରୁ ବୁମରା, ଚହଲ ଓ କୁଲଦୀପ ଯାଦବ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ । ଏହି ସୁପର ଫୋର୍ ମୁକାବିଲାରେ ଆଜି ଜିତିଲେ ଫାଇନାଲକୁ ଯିବ ଟିମ୍ ଇଣ୍ଡିଆ ।

ସ୍କୋର : ପାକିସ୍ତାନ-୨୩୭/୭, ୫୦ ଓଭର । (ସୋଏବ ମଲିକ ୭୮, ସର୍ଫରାଜ ୪୪, ଫାକର ଜମନଙ୍କ ୩୧, ଆସିଫ ଅଲୀ ୩୦, ମହମ୍ମଦ ନୱାଜ ଅପରାଜିତ ୧୫ । ବୁମରା ୨/୨୯, ଚହଲ ୨/୪୬, କୁଲଦୀପ ଯାଦବ ୨/୪୧)

 

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

21 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

31 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago