Categories: କ୍ରୀଡା

ଏସିଆ କପ୍‌ରେ ଆଜି ଭାରତ-ଆଫଗାନିସ୍ତାନ ମଧ୍ଯରେ ଲଢ଼େଇ

ଦୁବାଇ(କେନ୍ଯୁଜ୍) : ଏସିଆ କପ୍‌ରେ ଆଜି ଭାରତ-ଆଫଗାନିସ୍ତାନ ଲଢ଼େଇ । ସୁପର୍‌ ଫୋର୍‌ ମୁକାବିଲାର ଆଉ ଏକ ମ୍ୟାଚ୍‌ । ଏହି ମ୍ୟାଚ୍‌ ଟିମ୍‌ ଇଣ୍ଡିଆ ପାଇଁ ବେଶୀ ଗୁରୁତ୍ୱ ରଖୁ ନାହିଁ । କାରଣ ପାକିସ୍ତାନକୁ ହରାଇ ପ୍ରଥମ ଦଳ ଭାବେ ଏସିଆ କପ୍‌ ଫାଇନାଲ୍‌ରେ ସ୍ଥାନ ପକ୍କା କରି ସାରିଛି ଭାରତ । ତେଣୁ ଆଜିର ମ୍ୟାଚ୍‌ରେ କିଛି ପ୍ରମୁଖ ଖେଳାଳିଙ୍କୁ ବିଶ୍ରାମ ମିଳିପାରେ । ଚୂଡ଼ାନ୍ତ ଏକାଦଶରେ ପରିବର୍ତ୍ତନ କରି ପାରନ୍ତି ରୋହିତ ଶର୍ମା । ଶିଖର ଧଓ୍ଵନଙ୍କ ସ୍ଥାନରେ ଖେଳି ପାରନ୍ତି ଲୋକେଶ ରାହୁଲ । ସେହିପରି ମନୀଷ ପାଣ୍ଡେଙ୍କୁ ବି ସୁଯୋଗ ମିଳିପାରେ ।

ସେପଟେ ଭାରତକୁ ହରାଇ ଫାଇନାଲ୍‌ ଖେଳିବାକୁ ଆଶା ରଖିଛି ଆଫଗାନିସ୍ତାନ । ପୂରା ଟୁର୍ଣ୍ଣାମେଣ୍ଟରେ ଭଲ ପ୍ରଦର୍ଶନ କରିଛି ଦଳ । ତେବେ ଗତ ଦୁଇଟି ମ୍ୟାଚ୍‌ରେ ଶେଷ ମୁହୂର୍ତ୍ତରେ ଦଳ ପରାଜିତ ହୋଇଛି । ତେଣୁ ଆଜିର ମ୍ୟାଚ୍‌ରେ ବି ଭାରତକୁ କଡ଼ା ଟକ୍କର ଦେବାକୁ ଚେଷ୍ଟା କରିବ ଆଫଗାନିସ୍ତାନ ।

 

 

KNews Bureau

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

4 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

7 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

41 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

42 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago