ସିଡ୍ନୀ: କ୍ଷମା ପ୍ରାର୍ଥନା କଲେ ଅଷ୍ଟ୍ରେଲିଆ ଅଧିନାୟକ ଟିମ୍ ପେନ୍ । ସିଡ୍ନୀ ଟେଷ୍ଟରେ ନିଜର ଆଚରଣ ପାଇଁ କ୍ଷମା ମାଗିଛନ୍ତି । ଅଶ୍ୱିନୀଙ୍କ ଉପରେ ଚାପ ପକାଇଥିବା କଥାକୁ ସ୍ୱୀକାର କରିଛନ୍ତି ପେନ୍ । କହିଛନ୍ତି, ଅଧିନାୟକତା ଓ କାର୍ଯ୍ୟଦକ୍ଷତା ଉପରେ ପ୍ରଭାବ ପଡିଛି ।
ଅଶ୍ୱିନୀ ଓ ହନୁମା ବିହାରୀଙ୍କ ଧର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ଯୋଗୁ ସିଡ୍ନୀ ଟେଷ୍ଟ ଡ୍ର ରହିଥିଲା । ମ୍ୟାଚ୍ ସମୟରେ ଅଶ୍ୱିନୀଙ୍କ ଏକାଗ୍ରତା ଭଙ୍ଗ କରିବାକୁ ଚେଷ୍ଟା କରିଥିଲେ ଟିମ୍ ପେନ୍ । ଆଜି ସକାଳେ ପେନ୍ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ । ପଡ଼ିଆରେ କରିଥିବା ଆଚରଣ ପାଇଁ ଭାରତୀୟ କ୍ରିକେଟ୍ ପ୍ରଶଂସକଙ୍କୁ କ୍ଷମା ମାଗିଛନ୍ତି । ସେ କରିଥିବା ଭୁଲ୍ ପାଇଁ କ୍ଷମା ମାଗିବାକୁ ଚାହେଁ ବୋଲି କହିଛନ୍ତି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…