କ୍ରୀଡା

ବିଶ୍ୱ ର‍୍ୟାଙ୍କିଂରେ ଓଡ଼ିଆ ବ୍ୟାଡମିଣ୍ଟନ ଖେଳାଳିଙ୍କ ସଫଳତା, ଟପ୍‌ ୧୦ରେ ଶ୍ୱେତପର୍ଣ୍ଣା

କେନ୍ୟୁଜ୍(ବ୍ୟୁରୋ):ବିଶ୍ୱ ରାଙ୍କିଂରେ ଓଡ଼ିଆ ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡାଙ୍କ ସଫଳତା। BWF ୱାର୍ଲଡ ଜୁନିୟର ରାଙ୍କିଂର ଜୁନିୟର XD ଇଭେଣ୍ଟରେ ଏକମାତ୍ର ଭାରତୀୟ ଖେଳାଳି ଭାବେ ଶୀର୍ଷ ୧୦ ଖେଳାଳିଙ୍କ ଭିତରେ ସ୍ଥାନ ପକ୍କା କରିଛନ୍ତି ଶ୍ୱେତପର୍ଣ୍ଣା । ଜୁନିୟର XD ଇଭେଣ୍ଟରେ ଶ୍ୱେତପର୍ଣ୍ଣା ଅଧିକାର କରିଛନ୍ତି ନବମ ସ୍ଥାନ।

ସେହିପରି ବିଶ୍ୱ ଜୁନିୟର ରାଙ୍କିଂ WDରେ ଏହି ଓଡ଼ିଆ ଖେଳାଳି ୨୨ତମ ସ୍ଥାନ ଅଧିକାର କରିଛନ୍ତି। ବିଶ୍ୱ ରାଙ୍କିଂରେ ହେି ସଫଳତା ସାଉଁଟିବାରେ ଶ୍ୱେତପର୍ଣ୍ଣା ହେଉଛନ୍ତି ପ୍ରଥମ ଓଡ଼ିଆ।

KNews Bureau

Recent Posts

ବାରବାଟୀରେ ଖେଳାଯିବ ଓ୍ଵାନ-ଡେ ମ୍ୟାଚ୍‌, ଫେବ୍ରୁଆରୀ ୯ରେ ହେବ ଖେଳ

କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍‌ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…

15 seconds ago

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

14 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

15 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

58 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago