Categories: କ୍ରୀଡା

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ପ୍ରତିଷ୍ଠା ହେବ ବୃହତ ବ୍ୟାଡମିଣ୍ଟନ୍‌ ଏକାଡେମୀ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁନିତ ଡାଲମିଆ ଓ ପି. ଗୋପୀଚାନ୍ଦ

ଭୁବନେଶ୍ୱର(କେନ୍ୟୁଜ୍): କଳିଙ୍ଗ ଷ୍ଟାଡିୟମରେ ପ୍ରତିଷ୍ଠା ହେବ ବୃହତ ବ୍ୟାଡମିଣ୍ଟନ୍‌ ଏକାଡେମୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡାଲମିଆ ଭାରତ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ପୁନିତ ଡାଲମିଆ ଓ ପି. ଗୋପୀଚାନ୍ଦ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବ୍ୟାଡମିଣ୍ଟନ୍‌ ଏକାଡେମୀର ଏକ ପ୍ରେଜେଣ୍ଟେସନ୍‌ ରଖିଛନ୍ତି । ଏହାପରେ ପି. ଗୋପୀଚାନ୍ଦ ପ୍ରତିକ୍ରିୟାରେ କହିଛନ୍ତି, ବ୍ୟାଡମିଣ୍ଟନ୍‌ ଏକାଡେମୀରେ ରହିବ ୧୦ଟି ବ୍ୟାଡମିଣ୍ଟନ୍‌ କୋର୍ଟ। ଏଥିପାଇଁ ଖର୍ଚ୍ଚ ହେବ ୩୦ କୋଟି ଟଙ୍କା। ଡିସେମ୍ବର ୨୦୨୦ ସୁଦ୍ଧା ଏକାଡେମୀ ନିର୍ମାଣ କାର୍ଯ୍ୟ ସରିବ । ଏକାଡେମୀ ପ୍ରତିଷ୍ଠା ପାଇଁ ଡାଲମିଆ ଗ୍ରୁପ୍‌ ଟଙ୍କା ଖର୍ଚ୍ଚ କରିବ। ଏଥିରେ ରାଜ୍ୟ ସରକାରଙ୍କର ମଧ୍ୟ ସହଭାଗିତା ରହିବ। ପି. ଗୋପୀଚାନ୍ଦ ଏକାଡେମୀରେ ପ୍ରଶିକ୍ଷଣ ଦିଆଯିବ

 

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

16 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

31 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

44 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

44 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago