୩୩ ତମ ଜାତୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା । ୧୫ ଓ ୧୭ ବର୍ଷରୁ କମ୍ ଏହି ପ୍ରତିଯୋଗିତା ଭୁବନେଶ୍ୱର ରେଳବାଇ ଇନଡୋର ଷ୍ଟାଡିୟମରେ ଉଦ୍ଘାଟିତ ହୋଇଛି । ପ୍ରତିଯୋଗିତାକୁୁ ଉଦଘାଟନ କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠି । ୫୪୦ ଜଣ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରିଛନ୍ତି । ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଏବଂ ରାଜ୍ୟ କ୍ରୀଡା ବିଭାଗ ମିଳିତ ସହଯୋଗରେ ଏହା ଆୟୋଜିତ ହେଉଛି । ୩୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଚଂଳରୁ ଉଭୟ ପୁରୁଷ ଓ ମହିଳା ଏଥିରେ ଭାଗ ନେଇଛନ୍ତି । ଓଡିଶାର ଦୁଇ ଅନ୍ତର୍ଜାତୀୟ ତାରକା ଋତୁପର୍ଣ୍ଣା ପଣ୍ଡା ଓ ଆୟୂଷ ପଟ୍ଟନାୟକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି । ଉଦ୍ଘାଟନୀ ଉତ୍ସବରେ ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ସଘଂର ସଭାପତି ତଥା ବିଧାୟକ ରୋହିତ ପୂଜାରୀ ଉପସ୍ଥିତ ଥିଲେ । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଟୁର୍ଣ୍ଣାମେଣ୍ଟ ।
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…
ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…