କେନ୍ୟୁଜ୍(ବ୍ୟୁରୋ): ଟି -୨୦ ସିରିଜ ପାଇଁ ଟିମ୍ ଇଣ୍ଡିଆ ଘୋଷଣା। ୱେଷ୍ଟଇଣ୍ଡିଜ୍ ବିପକ୍ଷ ୫ଟିକିଆ ଟି-୨୦ ସିରିଜ ପାଇଁ ଭାରତୀୟ ଟିମ୍ ଘୋଷଣା କରିଛି ବିସିସିଆଇ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଖେଳିବ ଟିମ୍ । ଓ୍ଵିକେଟ କିପର ଭାବେ ଖେଳିବେ ଇଶାନ କିଶାନ ଓ ସଞ୍ଜୁ ସାମସନ ।
ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ଶୁବମନ ଗିଲ୍, ୟଶସ୍ୱୀ ଜୟସ୍ୱାଲ, ତିଲକ ବର୍ମା, ସୂର୍ଯ୍ୟ କୁମାର ଯାଦବ, ଅକ୍ଷର ପଟେଲ, ଯୁଜୁବେନ୍ଦ୍ର ଚହଲ, କୁଲଦୀପ ଯାଦବ, ରବି ବିଷ୍ଣୋୟୀ, ଅର୍ଶଦୀପ ସିଂ, ଉମ୍ରାନ ମଲ୍ଲିକ, ଆଭେଶ ଖାନ୍, ମୁକେଶ କୁମାର । ୧୫ ଜଣିଆ ଟିମ୍ ଘୋଷଣା କରାଯାଇଛି । ଅଗଷ୍ଟ ୩ ତାରିଖରୁ ଟି-୨୦ ସିରିଜ ଖେଳାଯିବ । ଟି-୨୦ ପୂର୍ବରୁ ଖେଳାଯିବ ଟେଷ୍ଟ ଓ ଓ୍ଵାନଡେ ।
ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…
ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…
ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…
କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…
ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍ ଜନସନ୍ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…
ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…