Categories: କ୍ରୀଡା

ମୁମ୍ବାଇର ଡାକ୍ତରଖାନାରେ ଭର୍ତ୍ତି ହେଲେ ୱେଷ୍ଟଇଣ୍ଡିଜ୍ କ୍ରିକେଟର ଲାରା, ଜାଣନ୍ତୁ ହୋଇଛି କଣ

େଓ୍ଵଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିକେଟର ବ୍ରାଏନ୍ ଲାରା ଅସୁସ୍ଥ। ଚିକିତ୍ସା ପାଇଁ ତାଙ୍କୁ ମୁମ୍ବାଇ ପାରେଲ ସ୍ଥିତ ଗ୍ଲୋବାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କ ଅପରାହ୍ଣ ସାଢ଼େ ୧୨ଟା ବେଳେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ମେଡିକାଲ୍ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ସୂଚନା ମିଳି ପାରି ନାହିଁ।

କୁହାଯାଉଛି, ହସ୍ପିଟାଲ ପାଖରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ବେଳେ ଲାରା ଅସୁସ୍ଥ ଅନୁଭବ କରିଥିଲେ। ଗତ କିଛି ମାସ ହେବ ଲାରା ମୁମ୍ବାଇରେ ରହି ଆସୁଛନ୍ତି। ପ୍ରଥମେ ଆଇପିଏଲ୍ କମେଣ୍ଟ୍ରି କରୁଥିଲେ। ଏହାପରେ ଷ୍ଟାର ଷ୍ଟୁଡିଓରେ ଆଇସିସି ବିଶ୍ୱକପ ମ୍ୟାଚରେ କମେଣ୍ଟ୍ରି କରୁଛନ୍ତି ଲାରା।

KNews Bureau

Recent Posts

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

1 min ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

24 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

32 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

38 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

46 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

49 mins ago