Categories: କ୍ରୀଡା

ଏସିଆନ୍ ରଗବୀ : ହଂକଂକୁ ହରାଇ ଚୀନ୍ ଚାମ୍ପିଅନ୍, ଭାରତକୁ ଚତୁର୍ଥ ସ୍ଥାନ

ଭୁବନେଶ୍ବର (କେନ୍ୟୁଜ୍) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏସିଆନ୍‌ ରଗବୀ ସେଭେନ୍ସ, ଅଣ୍ଡର ଏଇଟିନ୍‌ ଗାର୍ଲସ ଚାମ୍ପିଅନସିପ୍‌ରେ ବାଜି ମାରିଛି ଚୀନ୍‌ । ଫାଇନାଲରେ ହଂକଂକୁ ୨୮-୦୫ରେ ହରାଇ ଚୀନ୍‌ ଚାମ୍ପିଅନ୍‌ ହୋଇଛି ।

ସେପଟେ ଟୁର୍ଣ୍ଣାମେଣ୍ଟରେ ଚତୁର୍ଥ ସ୍ଥାନରେ ରହିଛି ଭାରତ । ତୃତୀୟ–ଚତୁର୍ଥ ସ୍ଥାନ ପାଇଁ ଚାଲିଥିବା ମ୍ୟାଚ୍‌ରେ ଥାଇଲାଣ୍ଡଠାରୁ ୨୫-୫ ଗୋଲରେ ପରାସ୍ତ ହୋଇଛି ଭାରତ ।

ଏଥିସହ ୩ ଦିନ ଧରି ଚାଲିଥିବା ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି । ଉଦଯାପନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୟୀ ଟିମକୁ ଟ୍ରଫି ପ୍ରଦାନ କରିଥିଲେ । ଟୁର୍ଣ୍ଣାମେଣ୍ଟରେ ୧୨ଟି ଦେଶ ଭାଗ ନେଇଥିଲେ ।

ପୂର୍ବରୁ ଆଜି ଖେଳା ଯାଇଥିବା ସେମିଫାଇନାଲରେ ଭାରତକୁ ହଂକଂ ୫୦-୭ରେ ହରାଇଥିଲା।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

7 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

22 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

37 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

47 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

58 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago