ଭୁବନେଶ୍ବର(କେନ୍ଯୁଜ୍): ୧୦୦ ମିଟର ପ୍ରିଲିମିନାରୀ ରେସ୍ରେ ନିରାଶ କଲେ ଦୌଡ଼ରାଣୀ ଦୂତୀ ଚାନ୍ଦ। ୧୧.୫୪ ସେକେଣ୍ଡ ନେଇ ରହିଲେ ସପ୍ତମ ସ୍ଥାନରେ ।
୨୦୧୬ ରିଓ ଅଲିମ୍ପିକ ପରେ କ୍ରମାଗତ ଦ୍ୱିତୀୟ ଥର ପାଇଁ ୨୦୨୦ ଟୋକିଓ ଅଲିମ୍ପିକସରେ ପ୍ରତିନିଧିତ୍ୱ କରିଛନ୍ତି ଦୂତି । ଟୋକିଓରେ ଉଭୟ ୧୦୦ ଓ ୨୦୦ ମିଟର ଦୌଡ଼ରେ ଭାଗ ନେଇଛନ୍ତି ।
ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…
କେନ୍ୟୁଜ୍: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…
ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…
ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…
ଯାଜପୁର ଟାଉନ(କେନ୍ୟୁଜ୍): ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ । କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ । ମୃତକ ହେଲେ ମନୋରଞ୍ଜନ…
ପୁରୀ (କେନ୍ୟୁଜ) : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଛି ୧ କେଜି ୮ଶହ ମିଲିଗ୍ରାମ ସୁନା। ଆଉ ଏସବୁ ହେଉଛି ସୁନା…