କ୍ରୀଡା

ଭାରତ ଓ ଇଂଲଣ୍ଡ ସିରିଜର ଆରମ୍ଭ ହୋଇଛି ଶେଷ ଟେଷ୍ଟ: ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଛି ଇଂଲଣ୍ଡ

କେନ୍ଯୁଜ୍: ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ସିରିଜର ଚତୁର୍ଥ ତଥା ଶେଷ ଟେଷ୍ଟ । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି ଇଂଲଣ୍ଡ । ଟିମ୍‌ ଇଣ୍ଡିଆ ୩ ସ୍ପିନର ଓ ୨ ଦ୍ରୁତ ବୋଲର କମ୍ବିନେସନରେ ଚୂଡ଼ାନ୍ତ ୧୧ ପ୍ରସ୍ତୁତ କରିଛି । ଚତୁର୍ଥ ଟେଷ୍ଟରେ ବୁମ୍‌ରାହଙ୍କ ସ୍ଥାନରେ ମହମ୍ମଦ ସିରାଜଙ୍କୁ ସାମିଲ କରାଯାଇଛି ।

ସିରିଜରେ ଭାରତ ୨-୧ରେ ଆଗୁଆ ରହିଛି । ସିରିଜ ବିଜୟ ସହ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍‌ରେ ଖେଳିବାକୁ ଯୋଗ୍ୟତା ଅର୍ଜନ କରିବାକୁ ହେଲେ ଭାରତକୁ ଏହି ମ୍ୟାଚକୁ ଡ୍ର ରଖିବାକୁ ପଡିବ । ଭାରତ ପରାସ୍ତ ହେଲେ ଅଷ୍ଟ୍ରେଲିଆ ଫାଇନାଲ ଟିକେଟ୍‌ ହାସଲ କରିବ । ଇଂଲଣ୍ଡ ଦ୍ୱିତୀୟ ମ୍ୟାଚରେ ହାରିବା ପରେ ଫାଇନାଲ ଟିକେଟରୁ ବାଦ୍‌ ପଡ଼ିଛି । ଭ୍ରମଣକାରୀ ଦଳ ଭାରତକୁ ହରାଇ ଦଳ ସିରିଜ୍‌ ୨-୨ରେ ବରାବର କରିବାକୁ ଫୁଲ ଦମରେ ଚେଷ୍ଟା କରିବ ।

Sonalisa

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

3 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

3 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

6 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

6 hours ago