Categories: କ୍ରୀଡା

ରାଉରକେଲା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ହେବ ପ୍ରଦର୍ଶନୀ ହକି ମ୍ୟାଚ୍‌, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା(କେନ୍ଯୁଜ୍) : ଆସନ୍ତା ନଭେମ୍ବର ୪ ତାରିଖରେ ରାଉରକେଲା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଏକ ପ୍ରଦର୍ଶନୀ ହକି ମ୍ୟାଚ୍‌ ଅନୁଷ୍ଠିତ ହେବ । ଅଷ୍ଟ୍ରେଲିଆର ସାଉଥ୍‌ ୱେଲସ୍ କ୍ଳବ୍‌ ଏବଂ ଓଡ଼ିଶା ଇଲେଭେନ୍‌ ମଧ୍ୟରେ ମ୍ୟାଚ୍‌ ଖେଳାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମ୍ୟାଚ୍‌ ଉଦଘାଟନ କରିବେ । ମ୍ୟାଚ୍‌ ପାଇଁ ଷ୍ଟାଡିୟମକୁ ପ୍ରସ୍ତୁତ କରାଯାଉଛି ।

ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲ୍ଲୀପ ତୀର୍କିଙ୍କ ସହ ଏକ ବୈଷୟିକ ଟିମ୍‌ ଆସି ଷ୍ଟାଡିୟମର ପ୍ରସ୍ତୁତି କାର‌୍ୟ୍ୟର ତଦାରଖ କରିଛନ୍ତି । ମ୍ୟାଚ୍‌ ପୂର୍ବରୁ ଷ୍ଟାଡିୟମ ସଂପୂର୍ଣ୍ଣ ରୂପେ ପ୍ରସ୍ତୁତ ହୋଇଯିବ ବୋଲି ଆୟୋଜକ କହିଛନ୍ତି ।

KNews Bureau

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

1 min ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

3 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

11 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

36 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

45 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago