ଏସିଆନ ଗେମ୍ସରେ ପଦକ ପାଇଥିବା ଖେଳାଳିଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ : ଏସିଆନ ଗେମ୍ସରେ ପଦକ ପାଇଥିବା ଖେଳାଳିଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମ୍ବର୍ଦ୍ଧନା । କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ, କ୍ରୀଡ଼ା ମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂହ ରାଠୋର ଓ କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ କିରଣ ରିଜିଜୁ ପ୍ରମୁଖ ଉପସ୍ଥିତ ରହି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ୩୦ଲକ୍ଷ, ରୌପ୍ୟ ପଦକ ବିଜେତାଙ୍କୁ ୨୦ଲକ୍ଷ ଓ ବ୍ରୋଞ୍ଜ ପଦକ ପାଇଥିବା ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଦିଆଯାଇଥିଲା। ଏହି ଅବସରରେ ଆଥଲେଟ୍‌ ଦୂତୀ ଚାନ୍ଦ ବେଶ୍‌ ଖୁସି ଥିବା କହିଛନ୍ତି।

Leave A Reply

Your email address will not be published.