କ୍ରୀଡା

କରୋନା ଯୋଗୁଁ ଘୁଞ୍ଚିଲା ଫିଫା ମହିଳା ବିଶ୍ବକପ୍, ୨୦୨୨ରେ ହେବ ଖେଳ

ଭାରତର ବିଭିନ୍ନ ସହରରେ ଖେଳାଯିବାକୁ ଥିବା ୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ବକପ୍କୁ କୋଭିଡ୍-୧୯ ମହାମାରୀ କାରଣରୁ ୨୦୨୨ ମସିହାକୁ ଘୁଞ୍ଚାଇ ଦିଆଯାଇଛି। ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଏହା ଖେଳାଯିବାକୁ ଥିଲେ ମଧ୍ୟ କୋଭିଡ୍ କାରଣରୁ ପ୍ରଥମେ ୨୦୨୧ ମସିହା ପ୍ରଥମ ଭାଗକୁ ସ୍ଥଗିତ ରଖାଯାଇଥିଲା। କିନ୍ତୁ ମହାମାରୀ ପରିସ୍ଥିତିରେ ଉନ୍ନତି ନ ଆସିବାରୁ ଏବେ ଏହି ପ୍ରତିଯୋଗିତାକୁ ଆଉ ଗୋଟିଏ ବର୍ଷ ଘୁଞ୍ଚାଯାଇଛି।

ମଙ୍ଗଳବାର ଫିଫା ପକ୍ଷରୁ ସୂଚନା ପ୍ରଦାନ ପରେ ସର୍ବଭାରତୀୟ ଫୁଟ୍ବଲ୍ ସଂଘ (ଏଆଇଏଫଏଫ୍) ଏବଂ ସ୍ଥାନୀୟ ଆୟୋଜନ ସମିତି (ଏଲଓସି) ମିଳିତ ବିଜ୍ଞପ୍ତିରେ ଭାରତ ୨୦୨୨ରେ ବି ଆୟୋଜକ କରିବ ବୋଲି ସ୍ପଷ୍ଟ ହୋଇଛି। ସେହିଭଳି ଚଳିତ ବର୍ଷର ୨୦ ବର୍ଷରୁ କମ୍ ଫିଫା ମହିଳା ବିଶ୍ବକପ୍ ମଧ୍ୟ ୨୦୨୨ରେ କୋଷ୍ଟାରିକାରେ ଖେଳାଯିବ। ଉଭୟ ମହିଳା ପ୍ରତିଯୋଗିତା ଲାଗି ଫିଫା ସଙ୍କଳ୍ପବଦ୍ଧ ରହିଛି ବୋଲି ପ୍ରକାଶ କରିଛି।

Swagatika

Recent Posts

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

11 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

18 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

19 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

37 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

1 hour ago