ଚଳିତ ବର୍ଷ ପ୍ରଥମ ଥର ପାଇଁ ଜିଲ୍ଲାରେ ହେବ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ
ଢେଙ୍କାନାଳ(କେନ୍ୟୁଜ୍): ଢେଙ୍କାନାଳ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଜିଲ୍ଲା ମୁଖ୍ୟ ଷ୍ଟାଡିୟମ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଜିଲ୍ଲାରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ଏହା ଚଳିତ ମାସ ୨୦ ତାରିଖରୁ ଆରମ୍ଭ ହୋଇ ଅକ୍ଟେବାର ୫ ତାରିଖ ପର୍ୟନ୍ତ ଚାଲିବ ।