କନ୍ୟୁଜ୍(ବ୍ୟୁରୋ): ଫୁଟବଲ ତାରକା ଡିଏଗୋ ମାରୋଡନାଙ୍କ ଦେହାନ୍ତ। ହୃଦ୍ଘାତରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ୬୦ ବର୍ଷ ହୋଇଥିଲା। ବିଶ୍ୱର କିମ୍ବଦନ୍ତି ଫୁଟବଲ ଖେଳାଳି। ତାଙ୍କ ନେତୃତ୍ୱରେ ଆର୍ଜେଣ୍ଟିନା ଫୁଟବଳ ଶୀର୍ଷରେ ପହଞ୍ଚିଥିଲେ। ଦୁଇ ଥର ବିଶ୍ୱ ଚାମ୍ପିଅନ ହୋଇଥିଲା। ତାଙ୍କ ଖେଳ ଶୈଳୀ ବିଶ୍ୱ ଫୁଟବଲରେ ନିଆରା ଥିଲା। ଆଉ ତାଙ୍କୁ ଲୋକପ୍ରିୟ କରାଇଥିଲା।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…