ଉଦଯାପିତ ହୋଇଯାଇଛି କୁହୁଡ଼ି ଜନତା ଷ୍ଟାଡିୟମରେ ୫୯ତମ ସର୍ବଭାରତୀୟ ମହାବୀର କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଖୋର୍ଦ୍ଧା (କେନ୍ୟୁଜ୍) : କୁହୁଡ଼ି ଜନତା ଷ୍ଟାଡିୟମରେ ୫୯ତମ ସର୍ବଭାରତୀୟ ମହାବୀର କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଓ କଲିକତାରୁ ଫୁଟବଲ ଟିମ୍ ଭାଗ ନେଇଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା ବିଧାୟକ ରାଜେନ୍ଦ୍ର ସାହୁ, ଚିଲିକା ବିଧାୟକ ବିଭୂତି ଭୂଷଣ ହରିଚନ୍ଦନ ପ୍ରମୁଖ ଯୋଗ ଦେଇଥିଲେ । ଅତିଥିମାନେ ଚାମ୍ପିଅନ, ରନର୍ସ ଅପ ଟିମକୁ ପୁରସ୍କାର ପ୍ରଦାନ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.