Categories: କ୍ରୀଡା

ରିଏଲ ଇଷ୍ଟେଟ ସଂସ୍ଥାର ଠକେଇ ଅଭିଯୋଗ , କ୍ରିକେଟର ଗୌତମ ଗମ୍ଭୀରଙ୍କ ନାଁରେ ଗିରଫ ପରୱାନା ଜାରି

ଦିଲ୍ଲୀ(କେନ୍ୟୁଜ୍) : କ୍ରିକେଟର ଗୌତମ ଗମ୍ଭୀରଙ୍କ ନାଁରେ ଗିରଫ ପରୱାନା ଜାରି। ଦିଲ୍ଲୀର ସାକେତ କୋର୍ଟ ଏହି ଗିରଫ ପରୱାନା ଜାରି କରିଛନ୍ତି। ଏକ ରିଏଲ ଇଷ୍ଟେଟ ସଂସ୍ଥାର ଠକେଇ ଅଭିଯୋଗ ନେଇ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗୌତମ ଗମ୍ଭୀର ସଂପୃକ୍ତ ସଂସ୍ଥାର ବ୍ରାଣ୍ଡ ଆମ୍ବାସାଡ଼ର ଥିଲେ। ଗାଜିୟାବାଦର ଇନ୍ଦିରାପୁରମ ଅଞ୍ଚଳରେ ୨୦୧୧ରେ ଘରେ ଯୋଗାଇବାକୁ କହି ଇଷ୍ଟେଟ ସଂସ୍ଥା ଲୋକଙ୍କ ଠାରୁ ପ୍ରାୟ ୨କୋଟି ଟଙ୍କା ନେଇଥିଲା। କିନ୍ତୁ ବର୍ତ୍ତମାନ ସୁଦ୍ଧା ଲୋକମାନେ ଘର ପାଇନଥିବାରୁ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।

KNews Bureau

Recent Posts

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

28 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

36 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

50 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

1 hour ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

1 hour ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

1 hour ago