ରାଉରକେଲାରେ ପ୍ରଦର୍ଶନୀ ହକି ମ୍ୟାଚ, ଓଡ଼ିଶା ଏକାଦଶ ଓ ଅଷ୍ଟ୍ରେଲିଆର ନ୍ୟୁ ସାଉଥ୍‌ ୱେଲସ୍ ମୁକାବିଲା

ରାଉରକେଲା (କେନ୍ୟୁଜ୍) : ଆଜି ରାଉରକେଲା ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଓଡ଼ିଶା ଏକାଦଶ ଓ ଅଷ୍ଟ୍ରେଲିଆର ନ୍ୟୁ ସାଉଥ୍ ୱେଲସ୍ ମଧ୍ୟରେ ପ୍ରଦର୍ଶନୀ ହକି ମ୍ୟାଚ୍ ଖେଳାଯିବ । ଏହି ଅବସରରେ ଆୟୋଜିତ କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର‌୍ୟ୍ୟକ୍ରମ ରହିଛି। ଏନେଇ ସହରରେ ୨୦ ପ୍ଲାଟୁନ ପୋଲିସ ମୁତୟନ କରାଯିବ । ଏଥିପାଇଁ ପ୍ରସ୍ତୁତି ଶେଷ ପର‌୍ୟ୍ୟାୟରେ । ଗତକାଲି ଉଭୟ ଦଳର ଖେଳାଳି ଷ୍ଟେସନରେ ପହଂଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.