କ୍ରୀଡା

ହକି ବିଶ୍ୱକପ୍‌ର ପୋଜିସନ୍‌ ମ୍ୟାଚ୍‌ରେ ଭାରତର ବିଜୟ, ଭାରତର ନବମ ସ୍ଥାନ ହାସଲ

ହକି ବିଶ୍ୱକପ୍‌ର ପୋଜିସନ୍‌ ମ୍ୟାଚ୍‌ରେ ଭାରତ ବିଜୟ । ଦକ୍ଷିଣ ଆଫ୍ରିକାକୁ ୫-୨ ଗୋଲ୍‌ରେ ହରାଇଛି ଭାରତ । ଏଥି ସହିତ ଭାରତ ଚଳିତ ବିଶ୍ୱକପ୍‌ରେ ନବମ ସ୍ଥାନ ହାସଲ କରିଛି । କ୍ଵାର୍ଟର ଫାଇନାଲ୍‌ ମ୍ୟାଚ୍‌ରେ ସାମିଲ ହୋଇପାରି ନଥିବା ଭାରତୀୟ ଦଳ ଗତ ୨୬ ତାରିଖରେ ଜାପାନକୁ ୮-୦ ଗୋଲ୍‌ରେ ପରାସ୍ତ କରିଥିଲା ।

ଆଜି ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଭାରତ ପ୍ରଥମ କ୍ୱାର୍ଟରରେ ୨ଟି, ୩ୟ କ୍ୱାର୍ଟରରେ ଗୋଟିଏ ଏବଂ ଶେଷ କ୍ୱାର୍ଟରରେ ୨ଟି ଗୋଲ୍‌ ଦେଇଥିଲା । ଆସନ୍ତାକାଲି ବେଲଜିୟମ-ଜର୍ମାନୀ ମଧ୍ୟରେ ଫାଇନାଲ ମ୍ୟାଚ୍‌ ଖେଳାଯିବା ସହ ତୃତୀୟ ସ୍ଥାନ ପାଇଁ ଅଷ୍ଟ୍ରେଲିଆ-ନେଦରଲାଣ୍ଡ୍‌ସ ମଧ୍ୟରେ କଡ଼ା ମୁକାବିଲ ହେବ । କାଲିର ଦୁଇଟି ଯାକ ମ୍ୟାଚ୍‌ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ।

 

 

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago