Categories: କ୍ରୀଡା

ହକି ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଜୋରଦାର, ଏକାଠି ନଜର ଆସିଛନ୍ତି ରେହମାନ ଓ କିଙ୍ଗ ଖାନ୍‌ ଶାହାରୁଖ

ଭୁବନେଶ୍ୱର(କେନ୍ଯୁଜ୍) : ଭୁବନେଶ୍ୱର ହକି ବିଶ୍ୱକପ୍‌ ପାଇଁ ପାଖାପାଖି ଆଉ ଦେଢ଼ ମାସ ରହିଲା । କଳିଙ୍ଗ ଷ୍ଟାଡିୟମରେ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଏ. ଆର୍‌. ରେହମାନ ବି ନିଜ ପ୍ରସ୍ତୁତି ଚଳାଇଛନ୍ତି । ହକି ବିଶ୍ୱକପ୍‌ର ଅଫିସିଆଲ୍‌ ଓପେନିଂ ସଙ୍ଗ ପ୍ରସ୍ତୁତ କରୁଛନ୍ତି ରେହମାନ । ଜୟ ହିନ୍ଦ ହିନ୍ଦ, ଜୟ ଇଣ୍ଡିଆର ଭିଡିଓ ତିଆରି ଚାଲିଛି । ଏତିକିବେଳେ ଏକାଠି ନଜର ଆସିଛନ୍ତି ରେହମାନ ଓ କିଙ୍ଗ ଖାନ୍‌ ଶାହାରୁଖ ।

ପ୍ରଥମ ଥର ପାଇଁ ଶାହାରୁଙ୍କ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଉଛନ୍ତି ରେହମାନ । ଟିମ୍‌ ଇଣ୍ଡିଆ ମସ୍କାଟରୁ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫିରୁ ଫେରିବା ପରେ ଚଳିତ ମାସ ଶେଷ ସୁଦ୍ଧା ହକି ବିଶ୍ୱକପ୍‌ ଭିଡିଓ ରିଲିଜ କରିବାକୁ ଲକ୍ଷ୍ୟ ରଖାଯାଇଛି । ହକି ବିଶ୍ୱକପ୍‌ର ଉଦଘାଟନୀ ସମାରୋହରେ ସିନେମା ଓ ସଙ୍ଗୀତର ଯୁଗଳବନ୍ଦୀ ଦେଖିବେ ଦର୍ଶକ । କିଙ୍ଗ ଖାନ ଶାହାରୁଖ ଓ ଏ. ଆର୍‌. ରେହମାନଙ୍କ ଲାଇଭ କନସର୍ଟ କରିବେ ।

 

KNews Bureau

Recent Posts

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

32 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

40 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

54 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

1 hour ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

1 hour ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

1 hour ago