କ୍ରୀଡା

IND vs PAK: ମେଲବର୍ଣ୍ଣରେ ଭାରତୀୟ ବୋଲରଙ୍କ ଝଡ଼, ଭାରତ ଆଗରେ ବିଜୟ ଲକ୍ଷ୍ୟ ୧୬୦

ଭାରତ ଓ ପାକିସ୍ତାନ ମଧ୍ୟରେ ଆଜି ବିଶ୍ୱ କପ୍ ଟି-୨୦ ମ୍ୟାଚ ଅନୁଷ୍ଠିତ ହେଉଛି । ଟସ ଜିତି ପ୍ରଥମେ ବୋଲିଂ କରି ଭାରତୀୟ ଟିମ ପାକିସ୍ତାନକୁ ନିର୍ଦ୍ଧାରିତ ୨୦ ଓଭରରେ ୧୫୯ ରନରେ ସୀମିତ ରଖିବାରେ ସଫଳ ହୋଇଛି । ବିଜୟ ପାଇଁ ଭାରତ ଆଗରେ ୧୬୦ ରନ ଲକ୍ଷ୍ୟ ରହିଛି। ଭାରତ ପକ୍ଷରୁ ଅର୍ଶଦୀପ ସିଂ ଏବଂ ହାର୍ଦିକ ପାଣ୍ଡ୍ୟା ସର୍ବାଧିକ ୩ ଟି ଲେଖାଏଁ ଉଇକେଟ୍ ନେଇଥିଲେ ।

 

ପାକିସ୍ତାନ ଆରମ୍ଭରୁ ବିପର୍ଯ୍ୟୟର ସାମ୍ନା କରିଥିଲା । ଅର୍ଶଦୀପ ସିଂ ଅଧିନାୟକ ବାବର ଆଜାମ ଏବଂ ମହମ୍ମ ରିୱାନ୍‌ଙ୍କୁ ସଅଳ ପ୍ୟାଭିଲିୟନ ଫେରାଇ ଦେଇଥିଲେ । ତେବେ ଇଫତାର୍ ଅହମ୍ମଦ ଦ୍ରୁତ ଅର୍ଦ୍ଧଶତକ(୫୧) ହାସଲ କରିଥିବା ବେଳେ ଶାନ୍ ମସୁଦ ମ୍ୟାଚ୍ ଆରମ୍ଭରୁ କ୍ରିଜରେ ଜଗି ରହି ନିଜର ଅର୍ଦ୍ଧଶତକ ହାସଲ କରିଥିଲେ । ଏହା ସହିତ ଶେଷ ଆଡ଼କୁ ଶାହୀନ୍ ଶାହା ଆଫ୍ରୀଦିଙ୍କ ୮ ବଲରେ ୧୬ ଦ୍ରୁତ ରନ୍ ବଳରେ ପାକିସ୍ତାନ ଭାରତ ଆଗରେ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା ।

Barsha

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

1 hour ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago