Categories: କ୍ରୀଡା

ଭାରତ-ଇଣ୍ଡିଜ୍‌ ପ୍ରଥମ ଟେଷ୍ଟ : ଭାରତର ପ୍ରଥମ ଇନିଂସ୍‌ ୨୯୭ ରନ୍‌ରେ ଶେଷ

ନର୍ଥ ସାଉଣ୍ଡ ଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତ ୨୯୭ ରନ୍‌ କରି ତାର ପ୍ରଥମ ଇନିଂସ୍‌ ଶେଷ କରିଛି । ଆଜି ଦ୍ୱିତୀୟ ଦିନରେ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ୫୮ ରନ୍‌ କରି ଅନ୍ତିମ ବ୍ୟାଟ୍‌ସମ୍ୟାନ୍‌ ଭାବେ ଆଉଟ୍‌ ହୋଇଥିଲେ । ଗତକାଲି ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୬ ଓ୍ଵିକେଟ୍‌ ହରାଇ ୨୦୩ ରନ୍‌ କରିଥିଲା । େଓ୍ଵଷ୍ଟଇଣ୍ଡିଜ୍‌ ପକ୍ଷରୁ ରୋକ ୪ଟି ଓ ଗାବ୍ରିଏଲ୍‌ ୩ଟି ଓ୍ଵିକେଟ୍‌ ଦଖଲ କରିଛନ୍ତି ।

ଭାରତ ପ୍ରଥମ ଇନିଂସ୍‌- ୨୯୭ ରନ୍‌ (୯୬.୪ ଓଭର) । ରାହୁଲ ୪୪, ରାହାଣେ ୮୧, ବିହାରୀ ୩୨, ପନ୍ତ ୨୪, ଜାଡେଜା ୫୮) ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

1 hour ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

4 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

4 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

5 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

5 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

5 hours ago