ଟୋକିଓ ଅଲିମ୍ପିକ୍ସ: ଭାରତର ଦମଦାର ତୃତୀୟ ବିଜୟ, ଆର୍ଜେଣ୍ଟିନାକୁ ୩-୧ ଗୋଲରେ ହରାଇଲା ଭାରତୀୟ ପୁରୁଷ ହକି ଟିମ୍

ଟୋକିଓ: ଟୋକିଓ ଅଲିମ୍ପିକ୍‌ସରେ ଭାରତୀୟ ପୁରୁଷ ହକି ଟିମର ଦମଦାର ତୃତୀୟ ବିଜୟ। ଆର୍ଜେଣ୍ଟିନାକୁ ୩-୧ ଗୋଲରେ ହରାଇଲା ଭାରତ। ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲ୍‌ରେ ପରାସ୍ତ କରିଥିଲା।

ତେବେ ଦ୍ୱିତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆଠାରୁ ଶୋଚନୀୟ ଭାବେ ହାରିଯାଇଥିଲା। ତୃତୀୟ ମ୍ୟାଚ୍‌ରେ ସ୍ପେନକୁ ୩-୦ ଗୋଲ୍‌ରେ ହରାଇଥିଲା ଭାରତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.