Below header

ଏସିଆ କପ ଫାଇନାଲରେ ଭାରତ, ୪୧ ରନରେ ଶ୍ରୀଲଙ୍କାଠାରୁ ଜିତିଲା

କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏସିଆ କପ୍ ସୁପର-୪ର ଏକ ରୋମାଞ୍ଚକର ମ୍ୟାଚରେ ଶ୍ରୀଲଙ୍କାକୁ  ରନରେ ହରାଇ ଦେଇଛି ଭାରତ ।

କେନ୍ୟୁଜ୍(ବ୍ୟୁରୋ):  ଏସିଆ କପ ଫାଇନାଲରେ ଭାରତ । ଶ୍ରୀଲଙ୍କାକୁ ହରାଇଲା ଭାରତ । ୪୧ ରନରେ ଜିତିଲା ଭାରତ । କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏସିଆ କପ୍ ସୁପର-୪ର ଏକ ରୋମାଞ୍ଚକର ମ୍ୟାଚରେ ଶ୍ରୀଲଙ୍କାକୁ  ରନରେ ହରାଇ ଦେଇଛି ଭାରତ ।

ଭାରତ ପକ୍ଷରୁ ଶ୍ରୀଲଙ୍କା ଆଗରେ ୨୧୪ ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଶ୍ରୀଲଙ୍କା ୪୧.୩ ଓଭରରେ ୧୭୨ ରନ କରି ଅଲଆଉଟ ହୋଇଯାଇଥିଲା । ଶ୍ରୀଲଙ୍କା ପକ୍ଷରୁ ଦୁନିଥ ଓ୍ବାଲାଲାଙ୍ଗେ ସର୍ବାଧିକ ୪୨ ରନ କରିଥିବାବେଳେ ଧନଞ୍ଜୟ ଡିସିଲଭା ୪୧ ରନ କରିଥିଲେ । ଭାରତ ପକ୍ଷରୁ କୂଳଦୀପ ଯାଦବ ୪ଟି ଓ୍ବିକେଟ ନେଇଥିବାବେଳେ ଯଶପ୍ରୀତ ବୁମରା ଓ ରବୀନ୍ଦ୍ର ଜାଦେଜା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.