କ୍ରୀଡା

୪୯ ବର୍ଷ ପରେ ସେମିଫାଇନାଲ ଖେଳୁଛି ଭାରତୀୟ ପୁରୁଷ ହକି ଟିମ୍‌, ବିଶ୍ୱ ଚାମ୍ପିଅନ୍‌ ବେଲଜିୟମ୍‌ ସହ ମୁହାଁମୁହିଁ

ଟୋକିଓ: ଆଜି ଅଲିମ୍ପିକ୍ସରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ । ଭାରତ-ବେଲଜିୟମ ମଧ୍ୟରେ ଚାଲିଛି ସେମିଫାଇନାଲ । ୪୯ ବର୍ଷ ପରେ ସେମିଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି ଭାରତ । ଏହାକୁ ଦେଖିବାକୁ ଭାରତୀୟ ସମର୍ଥକମାନେ ଅପେକ୍ଷା କରି ବସିଥିଲେ । ବିଶ୍ୱ ଚାମ୍ପିଅନ୍‌ ବେଲଜିୟମ୍‌ ସହ ଖେଳୁଛି ଟିମ୍‌ ଇଣ୍ଡିଆ ।

ସେମିଫାଇନାଲ ଜିତି ଫାଇନାଲ ଲକ୍ଷ୍ୟରେ ରହିଛି ଟିମ୍‌ ଇଣ୍ଡିଆ । ୪୧ ବର୍ଷ ପରେ ପୁରୁଷ ହକି ଟିମ୍‌ ପାଖରେ ଅଲିମ୍ପିକ୍ସର ଫାଇନାଲରେ ପ୍ରବେଶ କରିବାକୁ ସୁଯୋଗ ଆସିଛି । ୧ ତାରିଖରେ ପୁରୁଷ ଟିମ୍‌ କ୍ୱାର୍ଟର ଫାଇନାଲରେ ଗ୍ରେଟ ବ୍ରଟେନକୁ ୩-୧ରେ ପରାସ୍ତ କରିଥିଲା ।

Sonalisa

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

4 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

6 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

6 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

9 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

10 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

10 hours ago